ଜେଲରୁ ୧୮ଶହ କଏଦୀ ଫେରାର

ଆବୁଜା, ୭ା୪: ନାଇଜେରିଆର ଦକ୍ଷିଣପୂର୍ବ ଅଞ୍ଚଳରେ ସୋମବାର ରାତିରେ ପୋଲିସ, ସେନା ବିଲ୍ଡିଂ ସହ ଏକ ଜେଲ୍‌କୁ ବନ୍ଧୁକଧାରୀମାନେ ଟାର୍ଗେଟ କରିଛନ୍ତି। ଏହାର ସୁଯୋଗ ନେଇ ଜେଲରେ…

ପାନୀୟ ଜଳ ସମସ୍ୟାକୁ ନେଇ ଆନ୍ଦୋଳନ, ରାସ୍ତାରୋକୋ

ମହାକାଳପଡ଼ା,୭।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ରାଜଗଡ ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ଲୋକେ ବୁଧବାର ସକାଳେ ମହିଳାମାନେ ରାସ୍ତାକୁ ଓହ୍ଲାଇଛନ୍ତି।…

ପଶ୍ଚିମବଙ୍ଗର ୨୦୩ ଆସନ ବାକି

ନୂଆଦିଲ୍ଲୀ,୭ା୪: ତାମିଲନାଡୁର ୨୩୪, କେରଳ ୧୪୦ ଓ ପୁଡ଼ୁଚେରୀର ୩୦ ଆସନରେ ମଙ୍ଗଳବାର ନିର୍ବାଚନ ଶେଷ ହୋଇଛି। ଆସାମରେ ପୂର୍ବରୁ ୨ଟି ପର୍ଯ୍ୟାୟରେ ୮୬ ଆସନରେ ମତଦାନ…

୧୨୧ ବର୍ଷରେ ତୃତୀୟ ଉତ୍ତପ୍ତ ଥିଲା ମାର୍ଚ୍ଚ

ନୂଆଦିଲ୍ଲୀ,୭ା୪: ଭାରତରେ ୨୦୦୪ ଓ ୨୦୧୦ ପରେ ୨୦୨୧ର ମାର୍ଚ୍ଚ ମାସ ୧୨୧ ବର୍ଷରେ ତୃତୀୟ ଉତ୍ତପ୍ତ ରହିଥିଲା। ଗତ ମାର୍ଚ୍ଚରେ ଦେଶର ହାରାହାରି ତାପମାତ୍ରା ୩୨.୬୫…

ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଯିବେ ବିଶ୍ୱର ଆଉ ୯.୫ କୋଟି

ନୂଆଦିଲ୍ଲୀ,୭।୪: କରୋନାର ଦ୍ୱିତୀୟ ଲହର ବିଶ୍ୱକୁ ସଙ୍କଟ ଆଡ଼କୁ ନେଲାଣି। ବିଭିନ୍ନ ଦେଶର ଅର୍ଥ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଲୋକଙ୍କ ଜୀବନଜୀବିକା ଉପରେ ମହାମାରୀ ଗଭୀର ପ୍ରଭାବ ପକାଇଥିବା…

୧୧୨ର ପରିଚାଳନା, ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ

କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ…

ଧରାପଡ଼ିଲା ଆଉ ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌

ଝାରସୁଗୁଡ଼ା ଅଫିସ,୭ା୪: କିଛିଦିନର ବ୍ୟବଧାନ ପରେ ଝାରସୁଗୁଡା ଜିଲା ପୋଲିସ ପୁଣି ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌ର ପର୍ଦ୍ଦାଫାଶ କରି ୩ଜଣଙ୍କୁ ଗିରଫ କରିଛି। ଗତ ଫେବୃୟାରୀ…

‘ସାମୂହିକ ପ୍ରଚେଷ୍ଟା, ସ୍ବଚ୍ଛ ବ୍ୟବସ୍ଥା ପ୍ରଗତି ଆଣିଛି’

ଭୁବନେଶ୍ୱର,୭ା୪(ବ୍ୟୁରୋ): ଜାତୀୟ ପ୍ରତିରକ୍ଷା ପ୍ରତିଷ୍ଠାନର ଏକ ପ୍ରତିନିଧି ଦଳଙ୍କ ସହ ଯୁକ୍ତରାଷ୍ଟ୍ର ଆମେରିକା, ଜାପାନ, କାଜାଖସ୍ତାନ, ଇଜିପ୍ଟ, କେନିଆର ବରିଷ୍ଠ ସାମରିକ ଅଧିକାରୀମାନେ ମଙ୍ଗଳବାର ୪ଦିନିଆ ଓଡ଼ିଶା…

ଆଶା ସଞ୍ଚାର କଲେ ସରକାର

ତାଳଚେର,୭ା୪ (ନି.ପ୍ର.) - ମାର୍ଚ୍ଚ ୩୧ ତାରିଖରୁ ବନ୍ଦ ହୋଇଯାଇଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ପୁନଃ ଚାଲୁ ନେଇ ସମ୍ଭାବନା ସୃଷ୍ଟି…

ଚିତ୍ରକଳାରେ ଓଡ଼ିଶାର କଳା, ଭାସ୍କର୍ଯ୍ୟ

ଭୁବନେଶ୍ୱର, ୭।୪ (ବ୍ୟୁରୋ): ମଧ୍ୟପ୍ରଦେଶର ଭୋପାଳରେ ‘ଫାଉଣ୍ଡେଶନ ଅଫ ଆର୍ଟ ଆଣ୍ଡ କଲ୍‌ଚର’ ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ ମଙ୍ଗଳବାର ‘ଅନୱାର୍ଡ଼ ଓଡ଼ିଶା’…