୧୨୧ ବର୍ଷରେ ତୃତୀୟ ଉତ୍ତପ୍ତ ଥିଲା ମାର୍ଚ୍ଚ

ନୂଆଦିଲ୍ଲୀ,୭ା୪: ଭାରତରେ ୨୦୦୪ ଓ ୨୦୧୦ ପରେ ୨୦୨୧ର ମାର୍ଚ୍ଚ ମାସ ୧୨୧ ବର୍ଷରେ ତୃତୀୟ ଉତ୍ତପ୍ତ ରହିଥିଲା। ଗତ ମାର୍ଚ୍ଚରେ ଦେଶର ହାରାହାରି ତାପମାତ୍ରା ୩୨.୬୫…

ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଯିବେ ବିଶ୍ୱର ଆଉ ୯.୫ କୋଟି

ନୂଆଦିଲ୍ଲୀ,୭।୪: କରୋନାର ଦ୍ୱିତୀୟ ଲହର ବିଶ୍ୱକୁ ସଙ୍କଟ ଆଡ଼କୁ ନେଲାଣି। ବିଭିନ୍ନ ଦେଶର ଅର୍ଥ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଲୋକଙ୍କ ଜୀବନଜୀବିକା ଉପରେ ମହାମାରୀ ଗଭୀର ପ୍ରଭାବ ପକାଇଥିବା…

୧୧୨ର ପରିଚାଳନା, ଏନ୍‌ଏଚ୍‌ ପାଟ୍ରୋଲିଂ ଉପରେ ଗୁରୁତ୍ୱ

କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ…

ଧରାପଡ଼ିଲା ଆଉ ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌

ଝାରସୁଗୁଡ଼ା ଅଫିସ,୭ା୪: କିଛିଦିନର ବ୍ୟବଧାନ ପରେ ଝାରସୁଗୁଡା ଜିଲା ପୋଲିସ ପୁଣି ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍‌ର ପର୍ଦ୍ଦାଫାଶ କରି ୩ଜଣଙ୍କୁ ଗିରଫ କରିଛି। ଗତ ଫେବୃୟାରୀ…

‘ସାମୂହିକ ପ୍ରଚେଷ୍ଟା, ସ୍ବଚ୍ଛ ବ୍ୟବସ୍ଥା ପ୍ରଗତି ଆଣିଛି’

ଭୁବନେଶ୍ୱର,୭ା୪(ବ୍ୟୁରୋ): ଜାତୀୟ ପ୍ରତିରକ୍ଷା ପ୍ରତିଷ୍ଠାନର ଏକ ପ୍ରତିନିଧି ଦଳଙ୍କ ସହ ଯୁକ୍ତରାଷ୍ଟ୍ର ଆମେରିକା, ଜାପାନ, କାଜାଖସ୍ତାନ, ଇଜିପ୍ଟ, କେନିଆର ବରିଷ୍ଠ ସାମରିକ ଅଧିକାରୀମାନେ ମଙ୍ଗଳବାର ୪ଦିନିଆ ଓଡ଼ିଶା…

ଆଶା ସଞ୍ଚାର କଲେ ସରକାର

ତାଳଚେର,୭ା୪ (ନି.ପ୍ର.) - ମାର୍ଚ୍ଚ ୩୧ ତାରିଖରୁ ବନ୍ଦ ହୋଇଯାଇଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ପୁନଃ ଚାଲୁ ନେଇ ସମ୍ଭାବନା ସୃଷ୍ଟି…

ଚିତ୍ରକଳାରେ ଓଡ଼ିଶାର କଳା, ଭାସ୍କର୍ଯ୍ୟ

ଭୁବନେଶ୍ୱର, ୭।୪ (ବ୍ୟୁରୋ): ମଧ୍ୟପ୍ରଦେଶର ଭୋପାଳରେ ‘ଫାଉଣ୍ଡେଶନ ଅଫ ଆର୍ଟ ଆଣ୍ଡ କଲ୍‌ଚର’ ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ ମଙ୍ଗଳବାର ‘ଅନୱାର୍ଡ଼ ଓଡ଼ିଶା’…

ଜମି ବିବାଦରୁ ଗୁଳି, ବୋମାମାଡ଼

ବଡ଼ମ୍ବା,୭ା୪(ଡି.ଏନ୍‌.ଏ.): ସରକାରୀ ଜମି ଦଖଲକୁ ନେଇ ବଡ଼ମ୍ବା ଥାନା ଅନ୍ତର୍ଗତ ବୁଢ଼ାପଙ୍କ ଓ ଭଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ମଙ୍ଗଳବାର ସକାଳେ ଗୋଷ୍ଠୀସଂଘର୍ଷ ଘଟି ଉଗ୍ରରୂପ ଧାରଣ କରିଛି।…

ଜଳ ଯୋଗାସନରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଖୋର୍ଦ୍ଧା ଅଫିସ,୭ା୪: ଛତିଶଗଡ଼ର ବିଜାପୁର ଜିଲା ତଥା ମାଲକାନଗିରି ଜିଲା ସୀମାନ୍ତରେ ମାଓବାଦୀଙ୍କ ଆକ୍ରମଣରେ ୨୨ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନଙ୍କ ସ୍ମୃତିରେ ବିଭିନ୍ନ ମହଲରେ…

ଟ୍ରକ୍‌ ଧକ୍କାରେ ଯୁବକ ମୃତ, ଉତ୍ତେଜନା

ଖୋର୍ଦ୍ଧା ଅଫିସ,୭ା୪: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ…