କରୋନା: କିପରି ରହିବେ ସଜାଗ

ଏବେ ପୁଣି କରୋନା ତାହାର କାୟା ବିସ୍ତାର କଲାଣି। ଯଦିଓ ଆମ ଦେଶରେ ଏଥିରୁ ରକ୍ଷା ପାଇବା ପାଇଁ ଟିକାଦାନ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତଥାପି ଏବେ…

ବିଶ୍ୱ ସ୍ବାସ୍ଥ୍ୟ ଦିବସ: ସତର୍କତା ଜରୁରୀ

ପୃଥିବୀରେ ପ୍ରାୟତଃ ୧୯୦ରୁ ଊର୍ଦ୍ଧ୍ୱ ଦେଶର ସାମୂହିକ ଏକତାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ଗଠିତ ହୋଇଛି। ୧୯୪୮ ଏପ୍ରିଲ ୭ ତାରିଖ ଦିନ ସୁଇଜରଲାଣ୍ଡର ଜେନେଭାଠାରେ…

କୂଅରେ ପୋତି ହୋଇଗଲେ ଶ୍ରମିକ

କାମାକ୍ଷାନଗର, ୭।୪(ଡି.ଏନ.ଏ.): ଖୋଳାଯାଉଥିଲା କୂଅ। ମାଟି ବାହାର କରିବାକୁ ଭିତରକୁ ପଶିଥିବାବେଳେ ହଠାତ୍‌ ଖସିପଡ଼ିଲା ଅତଡ଼ା। ଏଥିରେ ପୋତି ହୋଇ ରହିଗଲେ ଶ୍ରମିକ। ଜେସିବି ସହାୟତାରେ ମାଟି…

୨୨ ଓଏଏସ୍‌ ଅଧିକାରୀଙ୍କ ବଦଳି

ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର…

କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିନନ୍ଦନ’କୁ ପ୍ରଥମ ସ୍ଥାନ

ନବରଙ୍ଗପୁର,୭ା୪(ବି.ପ୍ର.): ଜୟପୁରଠାରେ ଅନୁଷ୍ଠିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୨୬ଟି କ୍ଷୁଦ୍ର ଚଳଚ୍ଚିତ୍ର ମଧ୍ୟରୁ ନବରଙ୍ଗପୁର ତ୍ରିଶକ୍ତି ସିନେ କମ୍ବାଇନ୍ସ ଦ୍ୱାରା ନିର୍ମିତ ଏବଂ ମନୋଜ…

ରାତି ଅଧରେ ଘରେ ପଶିଗଲା ହାତୀ

ପରଜଙ୍ଗ, ୭।୪(ଡି.ଏନ.ଏ.): ଗୋଟିଏ କୋଠରିରେ ହାତୀ। ଆଉ ଗୋଟିଏ ପ୍ରକୋଷ୍ଠରେ ୫ ପ୍ରାଣୀ। ଘର ଭିତରେ ୩୦ ମିନିଟ୍‌ ଧରି ହିଂସ୍ରହାତୀର ତାଣ୍ଡବ। ଭୟ ଆତଙ୍କର ପରିବେଶ।…

ପୋତାଗଲା ଅପମିଶ୍ରିତ ସାମଗ୍ରୀ

କଟକ ସଦର,୭ା୪(ଡି.ଏନ.ଏ.): କଟକ ଜିଲା ୪୨ ମୌଜା ଫାଣ୍ଡି ଅଧୀନ ଶ୍ରୀରାମ ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ଅପମିଶ୍ରିତ ଘିଅ ଓ ଜଡାତେଲକୁ ମଙ୍ଗଳବାର ପୋଲିସ…

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୭ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ସମୁଦ୍ର ଆଡୁ ପବନ ବହୁଥିବାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆସନ୍ତା ୮…

ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ

ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିଜ…

ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍‌ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍‌ରେ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବା…