ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ର: ଆଲର୍ଟରେ ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୬।୪: ଦେଶରେ ଆତ୍ମଘାତୀ ଆକ୍ରମଣ କରିବା ଲାଗି ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ଷଡ଼ଯନ୍ତ୍ର କରାଯାଇଛି। ଏନେଇ ଏକ ମେଲ୍‌ ସିଆର୍‌ପିଏଫ୍‌ର ମୁମ୍ବାଇସ୍ଥିତ ମୁଖ୍ୟାଳୟକୁ ଆସିଛି। ଏହାକୁ ଥ୍ରେଟ୍‌…

ମହିଳାଙ୍କ ପାଇଁ ଖାଦ୍ୟ

ମହିଳାଙ୍କ ଉତ୍ତମ ସ୍ବାସ୍ଥ୍ୟ ହିଁ ପରିବାରର ସୁସ୍ଥତାର ପରିଚାୟକ, କାରଣ ସେମାନେ ହେଉଛନ୍ତି ଗୋଟିଏ ପରିବାରର କେନ୍ଦ୍ରବିନ୍ଦୁ ଏବଂ ମହିଳାମାନେ ସୁସ୍ଥ ରହିଲେ ହିଁ ଗୋଟିଏ ପରିବାର…

୪ ଜିଲା ପାଇଁ ୩୬ ପିଜି ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପିଜି ଡାକ୍ତରମାନଙ୍କୁ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାଗୁଡ଼ିକରେ କୋଭିଡ୍‌ ସମ୍ପର୍କିତ…

ସିଏଜି ରିପୋର୍ଟକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୬।୪(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଶାସନ କଲା ପରେ ବିଜେଡି ସରକାର ଆହୁରି ଦୁର୍ନୀତି ଖୋର ଓ ଭଷ୍ଟ୍ରାଚାରୀ ହୋଇଚାଲିଛି। ଓଡିଶାର ପ୍ରାକୃତିକ ସମ୍ପଦକୁ ଲୁଟ୍‌ କରି…

ଭାଜପା ହିଁ ସୁନାର ବଙ୍ଗଳା କରିପାରିବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭାଜପା ହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ସୋମବାର ପାନିହାଟ ସମେତ ବିଭିନ୍ନ…

ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି। ଏନେଇ…

ବିଦ୍ୟୁତ୍‌ ଦର ବୃଦ୍ଧି ପ୍ରତିବାଦରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୬।୪: ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ କରି ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର, ଓଡ଼ିଶା ବିଦ୍ୟୁତ୍‌…

ପିପିଲି ଉପନିର୍ବାଚନ: ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର। ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ପ୍ରଚାର ଲାଗି ପିପିଲି ମଇଦାନ୍‌କୁ…

କରିନାଙ୍କ ଦ୍ୱିତୀୟ ପୁତ୍ରଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୬।୪: କରିନା କପୁର ଖାଁ ଏବଂ ଶୈଫ୍‌ ଅଲ୍ଲୀ ଖାଁଙ୍କ ଦ୍ୱିତୀୟ ପୁତ୍ର ଫେବୃୟାରୀ ୨୧ରେ ଜନ୍ମ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କ କୌଣସି ଫଟୋକୁ ସୋସିଆଲ୍‌…

ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି, ୭ ଗିରଫ

ଗୋପାଳପୁର,୬।୪: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଗୋଳାବନ୍ଧସ୍ଥିତ ଆର୍ମି ଏଡି କଲେଜରେ ସୈନ୍ୟବାହିନୀରେ ଚାକିରି ପାଇଁ ଜାଲିଆତି କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ସୋମବାର ୭…