ଠାକୁରମୁଣ୍ଡା,୪।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ…
ଝାରସୁଗୁଡ଼ା ଅଫିସ, ୪।୪: ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାରେ ଏହାର ପ୍ରଭାବ…
ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ…
ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ ବୁଲି…
ସାକ୍ଷୀଗୋପାଳ,୪।୪(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳର ଅନ୍ୟତମ ପ୍ରସିଦ୍ଧ ମେଳା ସାଗରସ୍ନାନ ଯାତ୍ରା ଚଳିତବର୍ଷ କୋଭିଡ୍ କଟକଣା ପାଇଁ ବିନାଭକ୍ତରେ ଅନୁଷ୍ଠିତ ହେବ। ଏ ନେଇ ସ୍ଥାନୀୟ ବରାଳ…
ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍…
ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…
ପୁରୀ ଅଫିସ,୪।୪: ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ୨ଜଣ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଛନ୍ତି। ସେମାନେ ହେଲେ ଦୀପକ କୁମାର ଦାସ ଓ ସମ୍ବିତ ପଟ୍ଟନାୟକ।…
ଭୁବନେଶ୍ୱର, ୪।୪ (ବ୍ୟୁରୋ):ହାର୍ମୋନୀ ଫିଲ୍ମସ୍ ବ୍ୟାନରରେ ନିର୍ମିତ ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ‘ଦାଦନ’ (ଏକ ଆତ୍ମକାହାଣୀ) ଚମ୍ବଲ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ପାଇଁ ମନୋନୀତ ହୋଇଛି। ଆସନ୍ତା…
ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୮ ଯବାନ ଶହୀଦ୍ ହୋଇଥିବାବେଳେ ୧୫ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା…