ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ…

ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍‌ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର…

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି।…

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ ବିଜୟ…

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ…

ସବୁ ସ୍ପିନର୍‌ ବିବାହ କରିବା ଉଚିତ୍‌; କାହିଁକି ଏମିତି କହିଲେ ଚହଲ

ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ ସ୍ତ୍ରୀ…

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି ଦାବି…

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ କିମ୍‌…

ଏକତା କପୁର କଳା ପୋଷାକ ପିନ୍ଧିବା ପଛରେ ରହିଛି ଏପରି ରାଜ୍‌

ଟିଭି କ୍ୱିନ୍‌ କୁହାଯାଉଥିବା ଏକତା କପୁର ପ୍ରାୟତଃ ସବୁ ବେଳେ କଳା ପୋଷାକ ପିନ୍ଧି ଥିବା ନଜର ଆସିଥାନ୍ତି। ତେବେ ଅନେକ ତାଙ୍କ କଳା ପୋଷାକ ଦେଖି…

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର ଏବଂ…