ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା…

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୫, ୨୦୨୧)

କଟକ ଜୋବ୍ରା ରିଂ ରୋଡ଼ ପାର୍ଶ୍ୱରେ ଜାଲ ବୁଣୁଛନ୍ତି ବ୍ୟକ୍ତି   ଭୁବନେଶ୍ୱର ଵାଣିବିହାର ରେଲୱେ ଓଭରବ୍ରିଜ ତଳେ ବିଶ୍ରାମ ନେଉଛନ୍ତି ବ୍ୟକ୍ତି   ଭୁବନେଶ୍ୱର ମାଷ୍ଟର…

ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’

ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍‌ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର କରୁଛି।…

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା…

ଘରେ ବସି ଆପ୍‌ରେ ବୁକିଂ କରିହେବ ଅକ୍ସିଜେନ୍‌

ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍‌ଡାଉନ ଶଟ୍‌ଡାଉନ୍‌ର ସୁଫଳ ମିଳୁଛି। ହେଲେ ଏବେ ବି…

ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ…

୧୯ ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର…

ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ

କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍‌ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଦଳର…