“ପ୍ରଥମେ ଗୁଳି, ପରେ ପ୍ରଶ୍ନ”; ଆମେରିକାକୁ ଡେନମାର୍କର କଡ଼ା ଚେତାବନୀ

କୋପେନହେଗେନ୍,୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଗ୍ରୀନଲାଣ୍ଡ ଅଧିଗ୍ରହଣ ଉଦ୍ୟମକୁ ନେଇ ଆର୍କଟିକ ଅଞ୍ଚଳରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯଦି ଆମେରିକା ଡେନମାର୍କ ଅଧୀନରେ ଥିବା…

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି ଗ୍ରାମରେ…

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ ଲାଇସେନ୍ସପ୍ରାପ୍ତ…

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ…

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ ତାଳଚେର…

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ ହଜାର…

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା ନିଶ୍ଚିତ…

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ ଚଢି…

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି। ମୃତକ…