ରାଶିଫଳ: ଶୁକ୍ରବାର, ଜାନୁଆରୀ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ବାଧକାଧିପଙ୍କ ଦୃଷ୍ଟିରେ ରହିଥିବାରୁ ପାରିବାରିକ ଶାନ୍ତି ଭଗ୍ନ ହୋଇପାରେ। ପାପଗ୍ରହ ଦୃଷ୍ଟ ଚତୁର୍ଥାଧିପତି ହେତୁ ଯାନବାହନ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ଲାଭ…

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ ସଂଯୋଜନାରେ…

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ…

ଓଡ଼ିଶା: ଆଜିର ଫଟୋ (୮ ଜନୁଆରୀ, ୨୦୨୬ )

ସହରରେ ଚାଲୁଥିବା ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପ ସତ୍ତ୍ୱେ, CRPF ଫ୍ଲାଇଓଭର୍ ନିକଟରେ ଖୋଲା ଅଞ୍ଚଳରେ ନିଆଁ ଜଳୁଥିବା ଦେଖାଯାଇଛି, ଯାହା BMC ପକ୍ଷରୁ ନିରୀକ୍ଷଣ ଓ ନାଗରିକ…

‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା

କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ EDର…

‘ସବୁକିଛି ତେଲ ପାଇଁ’: ଆମେରିକାର ଉପରେ ବର୍ଷିଲେ ଭେନେଜୁଏଲା ନୂତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮ା୧: ଆମେରିକା ପକ୍ଷରୁ କରାଯାଉଥିବା ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ମାନବାଧିକାର ଉଲ୍ଲଂଘନ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଭେନେଜୁଏଲାର ଅନ୍ତରୀଣ ରାଷ୍ଟ୍ରପତି ଡେଲସି ରୋଡ୍ରିଗ୍ୱେଜ୍। ସେ…

ସନ୍ଧ୍ୟା ହେଲେ ଜନବସତିକୁ ମାଡି ଆସୁଛନ୍ତି ହାତୀପଲ, ଚିନ୍ତାରେ ସାନଖେମୁଣ୍ଡି ଚାଷୀ

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବଗାଁ, ନୂଆଗଡ, ପଳାସପୁର ଆଦି ଗ୍ରାମଗୁଡ଼ିକରେ ପ୍ରାୟ ୧ ମାସ ହେଲା ହାତୀ ଉପଦ୍ରବ ଜାରି ରହିଛି।…

ଡିପୋଜିଟ୍‌ ପାଇଁ  ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…

ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍‌ଆଇସି…

Dipu Das Murder: ବାଂଲାଦେଶରେ ଦୀପୁ ଚନ୍ଦ୍ର ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ, ପୋଲିସ କହିଲା…

ଢାକା,୮।୧: ବାଂଲାଦେଶ ପୋଲିସ ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ସଂଖ୍ୟାଲଘୁ ନାଗରିକ ଦୀପୁ ଚନ୍ଦ୍ର ଦାସଙ୍କୁ ନିର୍ମମ ଭାବରେ ହତ୍ୟା କରିଥିବା ଭିଡ଼ର ମୁଖ୍ୟ ଅଭିଯୁକ୍ତ…

ପରମାଣୁ କ୍ଷମତା ବୃଦ୍ଧି କରିବ ଭାରତ: ଓଡ଼ିଶା ସମେତ ୩୦ଟି ସ୍ଥାନରେ ହେବ ନୂତନ ପ୍ରକଳ୍ପ

ନୂଆଦିଲ୍ଲୀ,୮ା୧: ଓଡ଼ିଶାରେ ସ୍ଥାପନା ହେବ ପରମାଣୁ ଶକ୍ତି କେନ୍ଦ୍ର। ଭାରତର ସବୁଠାରୁ ବଡ଼ ସରକାରୀ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥା ଏନଟିପିସି ଦେଶରେ ପରମାଣୁ ଶକ୍ତି କ୍ଷମତା ବୃଦ୍ଧି…