ପ୍ରେମିକାଙ୍କ ପାଇଁ ସାଙ୍ଗର ଜୀବନ ନେଲା ସାଙ୍ଗ

ରାୟଗଡ଼ା ଅଫିସ/ଟିଟିଲାଗଡ଼,୩୧।୫: ପ୍ରେମ ପାଇଁ ତୁଚ୍ଛ ହୋଇଗଲା ବନ୍ଧୁତ୍ୱ। ପ୍ରେମିକାଙ୍କୁ ପାଇବା ପାଇଁ ବନ୍ଧୁଙ୍କ ଜୀବନ ନେଇଗଲେ ସାଙ୍ଗ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅଞ୍ଚଳରେ ଘଟିଛି…

ବିବାହ ପରେ ଭୁଲ ମାଗିଲେ ଟଲିଉଡ୍‌ ସୁନ୍ଦରୀ

ନୂଆଦିଲ୍ଲୀ, ୩୧।୫: କନ୍ନଡ଼, ତାମିଲ ଓ ତେଲୁଗୁ ଫିଲ୍ମର ଜଣାଶୁଣା ଚେହେରା ପ୍ରଣିଥା ସୁଭାଷ। ଏହି ୨୮ ବର୍ଷୀୟା ସୁନ୍ଦରୀ ରବିବାର ବେଙ୍ଗାଲୁରୁଠାରେ ବ୍ୟବସାୟୀ ନୀତିନ ରାଜୁଙ୍କ…

ଯବାନଙ୍କ ଗୁଳିରେ ଓ୍ବାଣ୍ଟେଡ୍‌ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାର ଗୁମେଲନାଡ ଜଙ୍ଗଲରେ ମାଓବାଦୀ ଦମନ ଅପରେଶନ ବେଳେ ଯବାନଙ୍କ ଗୁଳିରେ ଜଣେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ମୃତ୍ୟୁ…

ପାଇଖାନା ଟାଙ୍କିରେ ଗଲା ଜୀବନ

ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି…

ଶାକାହାରୀ କହୁଥିବା କୋହଲି ଖାଆନ୍ତି ଅଣ୍ଡା

ନୂଆଦିଲ୍ଲୀ, ୩୧।୫: ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ହେଲା ନିଜକୁ ଶାକାହାରୀ କହି ଆସୁଛନ୍ତି। କିନ୍ତୁ ଡାଏଟ୍‌ରେ ଅଣ୍ଡା ସାମିଲ ଥିବା…

୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ…

ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ କରାଯାଇନାହିଁ ଆଲୋଚନା

ମେଲବୋର୍ନ, ୩୧।୫: ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଆଇପିଏଲର ବଳକା ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ପାଇଁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ…

ଧସିଲା ବୈତରଣୀ ନଦୀବନ୍ଧ

ଭଦ୍ରକ ଅଫିସ, ୩୧।୫- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ହସିନାବାଦ ପଞ୍ଚାୟତ ଉପର ଅସ୍ତକ ଗ୍ରାମ ନିକଟରେ ରବିବାର ରାତିରେ ବୈତରଣୀର ୩୦ ଫୁଟ ଲମ୍ବର…

ଅବସର ନେଲେ ଆଲାପନ ବନ୍ଦୋପାଧ୍ୟାୟ: ମିଳିଲା ନୂଆ ଦାୟିତ୍ୱ

କୋଲକାତା,୩୧।୫: ୩ ମାସ ବର୍ଦ୍ଧିତ କାର୍ଯ୍ୟକାଳ ସତ୍ତ୍ୱେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ସୋମବାର ଅବସର ନେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ…

ଟି୨୦ ବିଶ୍ୱକପ୍‌: ଆଇସିସିକୁ ଏକ ମାସ ସମୟ ମାଗିବ ବିସିସିଆଇ

ନୂଆଦିଲ୍ଲୀ, ୩୧।୫: ଟି୨୦ ବିଶ୍ୱକପ୍‌ ଆୟୋଜନ ସମ୍ପର୍କରେ ଅନ୍ତିମ ନିଷ୍ପତ୍ତି ପାଇଁ ଆଇସିସିକୁ ଅଧିକ ଏକ ମାସ ସମୟ ମାଗିବ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।…