‘ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ’କୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜଧାନୀରେ ଟିକାକରଣକୁ ସୁଗମ କରିବା ପାଇଁ ଗତ ୮ ତାରିଖରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ‘ଡ୍ରାଇଭ୍‌ ଇନ୍‌ ଭାକ୍ସିନେଶନ୍‌’ ବା ଗାଡିରେ…

କ୍ରିକେଟ କିଟ୍‌ କିଣିବାକୁ ନ ଥିଲା ପଇସା; ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ ଏହି କ୍ରିକେଟରଙ୍କ ମା’, ଏଭଳି ବଦଳିଲା ଭାଗ୍ୟ

ନୂଆଦିଲ୍ଲୀ,୨୮।୫: ତାମିଲନାଡ଼ୁର ସଲେମ ଜିଲାରୁ ୩୫ କିମି ଦୂର ଚିନ୍ନାପମପଟ୍ଟି ଗାଁରେ ବାମହାତୀ ପେସର ଟି ନଟରାଜନଙ୍କ ଜନ୍ମ। ଗରିବ ପରିବାରର ଥିବାରୁ ନଟରାଜନଙ୍କ ଜୀବନ ନାନାଦି…

ଦେଢ଼ ମାସରେ ସର୍ବନିମ୍ନ ହେଲା ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୩,୬୧୭ ମୃତ…

ନୂଆଦିଲ୍ଲୀ,୨୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ…

ଆଜିଠୁ ମାର୍କ ଅପ୍‌ଲୋଡ୍‌, ଜୁଲାଇରେ ଫଳ ପ୍ରକାଶ

କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍‌ଲୋଡ୍‌ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା…

ବଳକା କୋଭାକ୍ସିନ ବ୍ୟବହାର ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଥିବା ବେଳେ ଅନ୍ୟସବୁଠି କୋଭିଶିଲ୍ଡ ବ୍ୟବହାର ହେଉଛି। ଏବେ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ହିତାଧିକାରୀଙ୍କ ପାଇଁ ଆବଶ୍ୟକ ଟିକା ମହଜୁଦ…

କୋଭିଡ୍‌ରେ ଅନାଥ ଶିଶୁଙ୍କୁ ସହାୟତା ଦିଅ

ନୂଆଦିଲ୍ଲୀ, ୨୯।୫: କରୋନା ମହାମାରୀ ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ଫଳରେ କେତେ ପିଲା ଯେ ସେମାନଙ୍କ ମାଆବାପାଙ୍କୁ ହରାଇ ଅନାଥ ହୋଇଛନ୍ତି,…

ଭାରତର ସମର୍ଥନ, ନିନ୍ଦା କଲା ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯ା୫: ମହାମାରୀ କରୋନା ସଂକ୍ରମଣକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏହି ଘାତକ ଭୂତାଣୁର ଉତ୍ପତ୍ତିକୁ ନେଇ ବୈଜ୍ଞାନିକମାନେ କୌଣସି ନିଷ୍କର୍ଷରେ ପହଞ୍ଚତ୍ପାରି ନାହାନ୍ତି। ଚାଇନାର…

କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି।…

‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌ ‘ଜନ୍‌…

ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ…