ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌: ଭାରତର ଆଉ ୫ ପଦକ ନିଶ୍ଚିତ

ଦୁବାଇ, ୨୭।୫(ପି.ଟି.)- ତିନି ମହିଳାଙ୍କୁ ମିଶାଇ ଭାରତର ଆଉ ୫ ବକ୍ସର ଏଠାରେ ଚାଲିଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ପଦକ ନିଶ୍ଚିତ କରିଛନ୍ତି। ଏହି ବକ୍ସରମାନେ ପ୍ରଭାବୀ…

ଜେଇଇ ଆଡଭାନ୍ସଡ୍‌ ସ୍ଥଗିତ

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ୍‌କୁ ସ୍ଥଗିତ…

କରୋନାରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକଙ୍କ ପରଲୋକ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଲବମ୍‌ ଓ ଓଡ଼ିଆ ଜଗତର ବେଶ୍‌ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। କଟକ ଏସ୍‌ସିବିି…

ସ୍ଥିତିରେ ହେଉନି ପରିବର୍ତ୍ତନ: ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ…

୪.୫ ମିଲିୟନ ଟଙ୍କା ଜରିମାନା ଦେଲେ ଆକମଲ

କରାଚି,୨୭।୫(ପି.ଟି.): ବିବାଦୀୟ ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ୪.୫ ମିଲିୟନ ଅର୍ଥାତ ୪୫ ଲକ୍ଷ ଟଙ୍କା ଜରିମାନା ଦେଇଛନ୍ତି। ପିସିବିର ଆଣ୍ଟି…

ଲୋଡ଼ା ପଡ଼ିପାରେ ୧.୬ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ:  କରୋନା ମହାମାରୀ ପାଇଁ କେନ୍ଦ୍ର ସରକାରଙ୍କ ରାଜସ୍ବ ସଂଗ୍ରହ ପ୍ରଭାବିତ ହୋଇ ରହିଛି। ଏଭଳି ସ୍ଥିତିରେ ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ଭରଣା ନିମନ୍ତେ କେନ୍ଦ୍ର ସରକାର ଦ୍ୱିତୀୟ…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୪ ଜୀବନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୪ଜଣଙ୍କ ମୃତ୍ୟୁ…

ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଚଣ୍ଡିଗଡ଼,୨୭।୫(ପି.ଟି.): କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ) ବାହାରକୁ ନିଆଯାଇଛି। ସେ କୋଭିଡ୍‌ ନିମୋନିଆ ପାଇଁ ହସ୍ପିଟାଲରେ…

ପୁଣି ଦିନକ ପରେ କମିଲା ଦୈନିକ ସଂକ୍ରମଣ: ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଗତ କିଛି ଦିନର ବ୍ୟତିକ୍ରମ ପରେ ରାଜ୍ୟରେ ପୁଣି କରୋନା ମିଟର ତଳମୁହାଁ ହୋଇଛି। ବୁଧବାର ୧୧ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

କରୋନା କାଳରେ କେବଳ ଏହି କାରଣ ପାଇଁ ବଢୁଛି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା

କରୋନାର ଦ୍ୱିତୀୟ ଲହରି ଖାଲି ଯେ, ଆମ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି ତାହା ନୁହେଁ, ଏହା ମାନସିକ ସ୍ତରରେ ମଧ୍ୟ ବେଶ୍‌ ପ୍ରଭାବ ପକାଉଛି। ଏହି…