ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

ଶ୍ରୀଲଙ୍କା ଜାହାଜରେ ନିଆଁ

ନୂଆଦିଲ୍ଲୀ, ୨୬।୫: ଶ୍ରୀଲଙ୍କା ରାଜଧାନୀ କଲମ୍ବୋ ଉପକୂଳରେ ଏମ୍‌ଭି ଏକ୍ସ-ପ୍ରେସ୍‌ ପର୍ଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷଙ୍କ ଅନୁରୋଧ କ୍ରମେ ଭାରତୀୟ ତଟରକ୍ଷା ବାହିନୀ…

କୃଷକ ଆନ୍ଦୋଳନକୁ ପୂରିଲା ୬ ମାସ: କଳା ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ/ଚଣ୍ଡିଗଡ଼, ୨୬।୫: ବିବାଦୀୟ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ବୁଧବାର ୬ ମାସ ପୂରିଛି। ଏହି ଅବସରରେ କୃଷକ ସଂଗଠନ…

ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ସ୍ତ୍ରୀ ଗୁରୁତର

ଚଣ୍ଡିଗଡ଼,୨୬।୫: କିମ୍ବଦନ୍ତୀ ଆଥ୍‌ଲେଟ ମିଲ୍‌ଖା ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଆଇସିୟୁରୁ ବାହାରକୁ ନିଆଯାଇଛି। ସେ କୋଭିଡ୍‌ ନିମୋନିଆ ପୀଡ଼ିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…

‘ଆଇପିଏଲର ଦ୍ୱିତୀୟାର୍ଦ୍ଧରେ ଧୋନୀ ଭଲ ପ୍ରଦର୍ଶନ କରିପାରନ୍ତି ’

ନୂଆଦିଲ୍ଲୀ,୨୬।୫: ଆଇପିଏଲ-୧୪’ର ଦ୍ୱିତୀୟାର୍ଦ୍ଧରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଜଣେ ବ୍ୟାଟ୍ସମ୍ୟାନ ଭାବେ ଭଲ ପ୍ରଦର୍ଶନ କରିପାରନ୍ତି। ଏଭଳି ମତ ରଖିଛନ୍ତି…

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ ଦସ୍ତଖତ…

ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ…

ନିଶ ମୋଡ଼ିବାରୁ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼

ଅହମ୍ମଦାବାଦ,୨୬।୫: ନିଶ ମୋଡ଼ିବା କାରଣରୁ ୨୨ ବର୍ଷୀୟ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଅହମ୍ମଦାବାଦ ଗ୍ରାମୀଣ ଅଞ୍ଚଳ ବିରାମଗାମ ତାଲୁକାର କରାକଠାଲ ଗାଁରେ ଘଟିଛି ଏଭଳି…

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ…

ଆମ୍ବୁଲାନ୍ସରେ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୨୬।୫: ଖାଦ୍ୟ ଦେବାକୁ କହି ୨୨ ବର୍ଷୀୟା ମହିଳାଙ୍କୁ ଆମ୍ବୁଲାନ୍ସରେ ଗଣବଳାତ୍କାର କରାଯାଇଛି। ରାଜସ୍ଥାନର ଜୟପୁରରୁ ଆସିଛି ଏଭଳି ଏକ ଅଭିଯୋଗ। ଘଟଣାଟି ୨୪ ତାରିଖରେ ଘଟିଥିବା…