କୁନି ଶିଶୁର ଜୀବନ ବଞ୍ଚାଇଲେ ବିରାଟ-ଅନୁଷ୍କା

ମୁମ୍ବାଇ,୨୫।୫: କରୋନାର ଦ୍ୱିତୀୟ ଲହରରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛନ୍ତି। ଉଭୟ…

ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌ ଯୋଗେ…

ସିବିଆଇ ମୁଖ୍ୟ ଲାଗି ସଂକ୍ଷିପ୍ତ ତାଲିକାରେ ୩ ଅଧିକାରୀ

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ମୁଖ୍ୟ ଚୟନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ…

ଏମ୍‌ସ ପକ୍ଷରୁ ୪ ସେବା ଆରମ୍ଭ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ…

ର଼୍ୟାନାୟାର ବିମାନକୁ ଓହ୍ଲାଇଦେଲା ବେଲାରୁଷ୍‌

ମସ୍କୋ, ୨୫।୫: ବେଲାରୁଷ୍‌ କର୍ତ୍ତୃପକ୍ଷ ଏକ ଯୁଦ୍ଧବିମାନରେ ପିଛା କରି ର଼୍ୟାନାୟାର ବ୍ୟବସାୟିକ ବିମାନକୁ ମିନ୍‌ସ୍କଠାରେ ଜବରଦସ୍ତ ଓହ୍ଲାଇଦେବା ସହ ସେଥିରେ ଥିବା ବେଲାରୁଷ୍‌ର ଜଣେ ଖବରଦାତା…

କୋର୍ଟରେ ହାଜର ହେଲେ ସ୍ୟୁ ଚୀ

ନେପିତାଉ, ୨୫ା୫: ମ୍ୟାନମାର ସେନା ଶାସନ ହାତକୁ ନେବାର ପ୍ରାୟ ୪ ମାସ ପରେ ସାମ୍‌ନାକୁ ଆସିଛନ୍ତି ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ।…

‘ୟାସ୍‌’ ମୁକାବିଲା ସମୀକ୍ଷା କଲେ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ…

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ…

ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ ସ୍ମାର୍ଟଫୋନ୍‌…

ଅଗ୍ନିଶମ ବିଭାଗର ୧୯୦ ଉଦ୍ଧାରକାରୀ ଦଳ ନିୟୋଜିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସୋମବାର ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ପୂରା ପ୍ରସ୍ତୁତିର ସମୀକ୍ଷା…