୧୫ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଉଛି ଓଡ଼ିଶା

କଟକ ଅଫିସ, ୨୪ା୫- ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଫଳରେ ଚିକିତ୍ସା ପାଇଁ ବହୁ ସଂଖ୍ୟକ ରୋଗୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି।…

୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି।…

୧୦ ଆଇଏଏସ୍‌, ଆଇପିଏସ୍‌ଙ୍କୁ ୫ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ଟି ଉପକୂଳ ଜିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ ଏବଂ ୫ ଆଇପିଏସ୍‌ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି।…

ସହଯୋଗ ଲାଗି କେନ୍ଦ୍ର ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ‘ୟାସ୍‌’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା…

ପୁରୀ ବେଳାଭୂମିରେ ମାଛ, ଜେଲି ଫିଶ୍‌ ମଡ଼କ

ପୁରୀ ଅଫିସ,୨୫।୫: ବାତ୍ୟା ୟାସ୍‌ ସ୍ଥଳ ଭାଗ ଛୁଇଁବା ପୂର୍ବରୁ ପୁରୀ ବେଳାଭୂମିରେ ୨ଦିନରେ ବହୁସଂଖ୍ୟାରେ ମାଛ, ଜେଲି ଫିଶ୍‌ ମରିପଡ଼ିଥିବା ଦେଖିବାକୁ ମିଳିଛି। ଲାଇଟ୍‌ ହାଉସ୍‌ଠାରୁ…

ହସ୍ପିଟାଲରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ

ଚଣ୍ଡିଗଡ଼, ୨୫ା୫ (ପି.ଟି.)- କୋଭିଡ୍‌ରେ ପୀଡ଼ିତ କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍‌ଖା ସିଂ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପୁଅ ତଥା ବିଶିଷ୍ଟ ଗଲ୍ଫ ଖେଳାଳି…

ଗିରୋ ଡି’ ଇଟାଲିଆ: ଗୋମେଜ୍‌ ଜିତିଲେ ୧୬ତମ ଷ୍ଟେଜ୍‌

ରୋମ୍‌, ୨୫ା୫: ଗିରୋ ଡି’ଇଟାଲିଆ ସାଇକ୍ଲିଂ ରେସ୍‌ର ୧୫ତମ ଷ୍ଟେଜ୍‌ ଜିତିଛନ୍ତି କଲମ୍ବିଆର ଇଗାନ୍‌ ବର୍ନାଲ ଗୋମେଜ୍‌। ସେ ୪ ଘଣ୍ଟା ୨୨ ମିନିଟ ୪୧ ସେକେଣ୍ଡ…

ପିଜିଏ ଟୁର୍ନାମେଣ୍ଟ ଜିତିବାରେ ମିକେଲସନ ସବୁଠାରୁ ବୟସ୍କ

କିଓ୍ବା ଆଇଲାଣ୍ଡ (ୟୁଏସ୍‌), ୨୫ା୫ (ଏପି)- ଆମେରିକାନ ଗଲ୍ଫର ଫିଲ୍‌ ମିକେଲସନ ତାଙ୍କ ୩୦ ବର୍ଷ କ୍ୟାରିୟରରେ ଅନେକ ଥର ପ୍ରଭାବୀ ପ୍ରଦର୍ଶନ କରି ଖେଳପ୍ରେମୀଙ୍କ ଦୃଷ୍ଟି…

ଘରୋଇ କ୍ରିକେଟରଙ୍କୁ ସହାୟତା ଯୋଜନା ଅଧୁରା

ନୂଆଦିଲ୍ଲୀ,୨୫।୫(ପି.ଟି.): କୋଭିଡ୍‌-୧୯ ପାଇଁ ଗତବର୍ଷ ରଣଜୀଟ୍ରଫି ସେସନ ବାତିଲ ହୋଇଥିଲା। ଦେଶର ପ୍ରଥମଶ୍ରେଣୀ କ୍ରିକେଟରଙ୍କୁ ସହାୟତା ତଥା ଅନୁକମ୍ପାମୂଳକ ଅର୍ଥ ପ୍ରଦାନ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସିଏସ୍‌ଏ ଶ୍ରେଷ୍ଠ ପୁରସ୍କାର: ନର୍ଜେ, ମାରକ୍ରାମଙ୍କ ନାମ ସୁପାରିସ

ଜୋହାନ୍ସବର୍ଗ,୨୫।୫(ପି.ଟି.): କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ଏନରିଚ୍‌ ନର୍ଜେ ଓ ବ୍ୟାଟ୍ସମ୍ୟାନ ଏଡେନ…