ଓଡ଼ିଶା: ଆଜିର ଫଟୋ (ମେ ୨୩, ୨୦୨୧)

ଭୁବନେଶ୍ୱର ର ରାଜମହଲ ଛକଠାରେ ଖାଦ୍ୟ ପାଇଁ ଲୋକମାନେ ଅପେକ୍ଷା କରିଛନ୍ତି ସପ୍ତାହନ୍ତ ଶେଷ ଦୁଇଦିନ ବନ୍ଦ ଯୋଗୁ ଯାତ୍ରୀମାନେ ହଇରାଣ ହଉଛନ୍ତି ପୋଖରୀପୁଟ ମଧୁସୂଦନ ପାର୍କ…

ପ୍ରତ୍ୟେକ ସିରିଜ୍‌ରେ ଛିଣ୍ଡା ବୁଟ୍‌ରେ ଅଠା ମାରି ଖେଳୁଛନ୍ତି କ୍ରିକେଟର

ହରାରେ, ୨୩।୫ : ମିଳୁନାହାନ୍ତି ସ୍ପନସର। ଏଥି ଯୋଗୁ ପ୍ରତ୍ୟେକ ସିରିଜ୍‌ ପୂର୍ବରୁ ବୁଟ୍‌ରେ ଅଠା ମାରି ଖେଳିବାକୁ ପଡ଼ୁଛି ବୋଲି ଟୁଇଟ୍‌ କରିଛନ୍ତି ଜିମ୍ବାଓ୍ବେ ବ୍ୟାଟ୍ସମ୍ୟାନ…

ଆଇଏସ୍‌ଆଇ ସହ ଯୋଗଯୋଗରେ ଥିଲେ ୨ ଶିକ୍ଷୟିତ୍ରୀ ଭଉଣୀ

ଭୋପାଳ, ୨୩ା୫: ଆଇଏସ୍‌ଆଇ ସହ ସମ୍ପୃକ୍ତ ପାକିସ୍ତାନର ୨ ନାଗରିକଙ୍କ ସହ ଯୋଗାଯୋଗରେ ଥିବା ଦୁଇ ଭଉଣୀଙ୍କୁ ଇନ୍ଦୋର ପୋଲିସ ମୋହ କ୍ୟାଣ୍ଟନମେଣ୍ଟରୁ ରବିବାର ଗିରଫ କରିଛି।…

ନକଲି ନର୍ସିଂହୋମରେ ୭ ଶିଶୁଙ୍କୁ ଜୀବନ ଗଲା: ଡାକ୍ତରଙ୍କ ନାହିଁ ଡିଗ୍ରୀ, ନର୍ସ ୧୦ମ ଫେଲ୍‌

ଭୋପାଳ,୨୩।୫: ମଧ୍ୟପ୍ରଦେଶ ରାଜଗଡ଼ରେ କରୋନା ସମୟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ନକଲି ନର୍ସିଂହୋମ ଏବଂ ଡାକ୍ତରଙ୍କ ଯୋଗୁ ୭ ଶିଶୁ ପ୍ରାଣ…

କୋଭିଡ୍‌ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ

ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ…

ରାମଦେବଙ୍କ ଉପରେ ରାଗିଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ରବିବାର ଯୋଗ ଗୁରୁ ରାମଦେବଙ୍କୁ ଏକ ଚିଠି ଲେଖିଛନ୍ତି। କରୋନା ଯୋଦ୍ଧାମାନଙ୍କ ବିରୋଧରେ ଦେଇଥିବା ‘ଆପତ୍ତିଜନକ ମନ୍ତବ୍ୟ’କୁ ପ୍ରତ୍ୟାହାର କରିବାକୁ…

୨୦୨୩କୁ ଘୁଞ୍ଚିଲା ଏସିଆ କପ୍‌

ଦୁବାଇ, ୨୩।୫ : ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଯୋଗୁ ଏସିଆ କପ୍‌ର ୨୦୨୧ ସଂସ୍କରଣ ୨୦୨୩ରେ ଅନୁଷ୍ଠିତ ହେବ। ଏହି ବର୍ଷର ଏସିଆର ସବୁଠୁ ବଡ଼ କ୍ରିକେଟ ଟୁର୍ନାମେଣ୍ଟ…

ନକଲି ମଦରେ ବ୍ରାଣ୍ଡେଡ୍‌ ଲୋଗୋ

ଭଦ୍ରକ ଅଫିସ/ପଦ୍ମପୁର, ୨୩।୫ (ଡି.ଏନ.ଏ.)- ବାସୁଦେବପୁର ବ୍ଲକର ଆର୍ତ୍ତୁଂ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଦୀର୍ଘଦିନ ହେଲା ଚାଲିଥିଲା ନକଲି ବିଦେଶୀ ମଦ ତିଆରି କାରଖାନା। ସେମାନଙ୍କ ପାଖରେ…

ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ

ଜଗତ୍‌ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍‌ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା…

ପ୍ରଥମ ଫିଲ୍ମ ପାଇଁ ଅଡିସନ୍‌ ଦେଇ ନ ଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମଧ୍ୟ ଫିଲ୍ମ ଦୁନିଆରେ ନିଜର ସ୍ଥିତିକୁ ମଜବୁତ କରିଛନ୍ତି। ସେ ୨୦୧୦ରେ ରାଘବେନ୍ଦ୍ର ରାଓଙ୍କ ନିର୍ଦ୍ଦେଶିତ ତେଲୁଗୁ ଚଳଚ୍ଚିତ୍ର ଝୁମ୍ମାଣ୍ଡି ନାନ୍ଦା…