ଯୌତୁକ ନିର୍ଯାତନା, ସ୍ବାମୀ ଅଟକ

ଗଞ୍ଜାମ,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ନିର୍ଯାତନା ଦେଉଥିବା ନେଇ ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି l ଏତଲା ପରେ…

ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କ ପରଲୋକ

ଦର୍‌-ଇସ୍‌-ସଲାମ,୧୮।୩: ତାଞ୍ଜାନିଆର ରାଷ୍ଟ୍ରପତି ଜନ୍‌ ମାଗୁଫୁଲିଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି…

ଜିଦ୍‌ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା…

ତାଲାର ଓଜନ ୩୦୦ କିଲୋଗ୍ରାମ୍‌: ଲକ୍ଷେ ଟଙ୍କା ହେଲାଣି ଖର୍ଚ୍ଚ

ଅଲିଗଡ଼,୧୮।୩: ଉତ୍ତରପ୍ରଦେଶ ଅଲିଗଡ଼ରେ ଜଣେ ବ୍ୟକ୍ତି ୩୦୦ କିଲୋଗ୍ରାମ୍‌ ଓଜନର ଏକ ବୃହତ୍‌ ତାଲା ନିର୍ମାଣ କରିଛନ୍ତିି। ସ୍ଥାନୀୟ ଜ୍ୱାଲାପୁରୀରେ ବାସ କରୁଥିବା ସତ୍ୟପ୍ରକାଶ ଶର୍ମା ଏବଂ…

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ପ୍ରଥମେ ଚିନ୍ତାଧାରା ପରିବର୍ତ୍ତନ କର, ତେବେ ଯାଇ ବଦଳିବ ଦେଶ

ନୂଆଦିଲ୍ଲୀ,୧୮।୩: ମହିଳାମାନେ ପିନ୍ଧୁଥିବା ଜିନ୍ସକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଦେଇଥିବା ମନ୍ତବ୍ୟ ଏବେ ଦେଶରେ ଆଲୋଚନାର ବିଷୟ ହୋଇଛି। ଏହାକୁ ନେଇ ଅନେକ…

ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା।…

ରିହାନା କିଣିଲେ ନୂଆ ଘର, ଦାମ୍‌ ଜାଣିଲେ…

ଭାରତରେ ଚାଲିଥିବା କିଷାନ ଆନ୍ଦୋଳନ ସମ୍ପର୍କରେ ଟୁଇଟ୍‌ କରି ଚର୍ଚ୍ଚାକୁ ଆସିଥିବା ଅନ୍ତର୍ଜାତୀୟ ପପ୍‌ ଷ୍ଟାର ରିହାନା ଏବେ ନିଜ ଘରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ରିହାନା…

ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟ୍‌

ଲକ୍ଷ୍ନୌ,୧୮।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ…

ମାର୍ଚ୍ଚ ୨୭ରୁ ପଶ୍ଚିମବଙ୍ଗ ନିର୍ବାଚନ: ଏହାପୂର୍ବରୁ ଭୋଟ ଦେଲେ ୮୨ ବର୍ଷୀୟା ବୃଦ୍ଧା, ଜାଣନ୍ତୁ କେମିତି

କୋଲକତା,୧୮।୩: ପଶ୍ଚିମବଙ୍ଗ ୮ଟି ପର୍ଯ୍ୟାୟରେ ଭୋଟ ହେବାକୁ ଯାଉଛି। ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ। କିନ୍ତୁ ଝାରଗ୍ରାମରେ ଜଣେ ୮୨ ବର୍ଷ ବୟସ୍କା ମହିଳା…