ସଫଳ କ୍ରିକେଟର, ଦକ୍ଷ ମ୍ୟାଚ ରେଫରି

ଭୁବନେଶ୍ୱର, ୨୦।୫(କ୍ରୀଡ଼ା ପ୍ରତିନିଧି)- ପ୍ରଶାନ୍ତ ମହାପାତ୍ର ଜଣେ ସଫଳ କ୍ରିକେଟର, ଦକ୍ଷ ମ୍ୟାଚ ରେଫରି ଏବଂ ବିସିସିଆଇ ଲେଭଲ-୨ କୋଚ୍‌ ଥିଲେ। ଖେଳ ଜୀବନ ହେଉ କି…

ବିସ୍ଥାପିତଙ୍କୁ ବାସଗୃହ, ଖାଦ୍ୟ, ଚିକିତ୍ସା ଯୋଗାଇଦିଅ

କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୦।୫: କଟକ ନୂଆପଡା ବାଲିସାହିଠାରେ ଥିବା ବିସ୍ଥାପିତଙ୍କୁ ତୁରନ୍ତ ବାସଗୃହ, ଖାଦ୍ୟ ଓ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ କଟକ ଜିଲାପାଳ ଓ…

‘ଆର୍‌ବିଆଇ ପଦକ୍ଷେପ ଶୀଘ୍ର କାର୍ଯ୍ୟକାରୀ କରାଯାଉ’

ମୁମ୍ବାଇ: ନିକଟରେ ଘୋଷଣା କରାଯାଇଥିବା ପଦକ୍ଷେପ ସବୁକୁ ବ୍ୟାଙ୍କଗୁଡିକ ଶୀଘ୍ର କାର୍ଯ୍ୟକାରୀ କରାଇବାକୁ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର କହିଛନ୍ତି। ସେହିଭଳି ବ୍ୟାଙ୍କଗୁଡ଼ିକର ବାଲାନ୍ସ ଶିଟ୍‌ରେ…

ଏହି କ୍ରିକେଟରଙ୍କୁ ପିଠିରେ ଉଠାଇ ବ୍ୟାୟାମ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୦।୫:କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବ୍ୟାଟ୍ସମ୍ୟାନ ନୀତୀଶ ରାଣା ଗତ କିଛି ଆଇପିଏଲ ସିଜିନରେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଏହି ସମୟରେ ନୀତୀଶଙ୍କ ସ୍ତ୍ରୀ ସାଚ୍ଚି ମାରୱା…

ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ ମଧ୍ୟରେ…

ସାର ସବ୍‌ସିଡି ବୃଦ୍ଧିକଲେ ସରକାର

ନୂଆଦିଲ୍ଲୀ:  ସାର ଦର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସାର ଦର ଉପରେ ଏକ ବିସ୍ତୃତ ଉପସ୍ଥାପନା ତାଙ୍କ…

ଗୃହ ସଙ୍ଗରୋଧକାରୀଙ୍କୁ ଗ୍ରୀନ୍‌, ରେଡ୍‌ ଫ୍ଲାଗ୍‌ରେ ବର୍ଗୀକରଣ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୁପରିଚାଳନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଗୃହ ସଙ୍ଗରୋଧରେ ଥିବା…

ରାଜଭବନ ଆଗରେ ମେଣ୍ଢା ଧରି ବିକ୍ଷୋଭ

କୋଲକାତା, ୨୦।୫: ନାରଦ ଷ୍ଟିଙ୍ଗ୍‌ ଅପରେଶନ ମାମଲାର ତଦନ୍ତ କରୁଥିବା ସିବିଆଇ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ଫିର୍‌ହାଦ ହକିମ, ସୁବ୍ରତ ମୁଖାର୍ଜୀ ଏବଂ ଟିଏମ୍‌ସି ବିଧାୟକ ମଦନ…

ଡିଏନ୍‌ଏ କହିବ କଲମ୍ବସ୍‌ କାହାଣୀ

ମାଦ୍ରିଦ୍‌, ୨୦ା୫: ସମୁଦ୍ର ପଥରେ ଆମେରିକାକୁ ବାଟ ଖୋଜିଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ ୟୁରୋପର ଉପନିବେଶକୁ ସେଠାରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ହେଲେ ବାସ୍ତବରେ ସେ କେଉଁ ଦେଶର…

ଲକ୍‌ଡାଉନ୍‌: ୧୪ ଦିନରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବା ଗତ ୫ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ୧୪ ଦିନିଆ ଲକ୍‌ଡାନ୍‌କୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାରଠାରୁ ଦ୍ୱିତୀୟ…