ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା ନେଇ…

କଂଗ୍ରେସକୁ ସଲମାନଙ୍କ ପରାମର୍ଶ: ଭାଜପା ପରି ବଡ଼ କଥା ଭାବନ୍ତୁ, ଏହା ହେଉଛି ସଫଳତାର ଏକମାତ୍ର ସୁତ୍ର

ନୂଆଦିଲ୍ଲୀ,୧୮।୫: କଂଗ୍ରେସର ବରିଷ୍ଠ ନେତା ସଲମାନ ଖୁର୍ସିଦ ନିଜ ଦଳକୁ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ ଦଳ ଭାଜପା ପରି ବଡ଼ ଭାବିବା ଉଚିତ,…

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ ଆରମ୍ଭ…

ତାଉକ୍‌ତାଏ ତାଣ୍ଡବ: ସମୁଦ୍ରରେ ଫସିଥିବା ୧୭୭ଲୋକଙ୍କୁ ରେସକ୍ୟୁ କଲା ନୌସେନା

ମୁମ୍ବାଇ,୧୮।୫: ସାମୁଦ୍ରିକ ଝଡ଼ ତଉକ୍‌ତାଏ ସୋମବାର ରାତିରେ ଗୁଜରାଟର ସୌରାଷ୍ଟ୍ର ଉପକୂଳ ଡିଉଠାରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ମହାରାଷ୍ଟ୍ରରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ ଏହାର…

ମାଛ ବେପାର ଆଳରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ ବ୍ରାଉନସୁଗାରବେପାର…

ଦୁନିଆକୁ ଏକାଠି ଆସିଥିଲେ, ଏକାଠି ଗଲେ ଦୁଇ ଭାଇ

ମିରୁଟ,୧୮।୫: ମହାମାରୀ କରୋନା ଅନେକ ଲୋକଙ୍କ ଘରସଂସାର ଉଜାଡି ଦେଇଛି। ଉତ୍ତରପ୍ରଦେଶର ମିରୁଟରେ ରହୁଥିବା ରାଫେଲ ପରିବାରର କାହାଣୀ ଅତ୍ୟନ୍ତ ଯନ୍ତ୍ରଣାଦାୟକ। କରୋନା ପରିବାରର ଦୁଇ ଯାଆଁଳା…

ଖରିଫଚାଷ ପୂର୍ବରୁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୃଷି ଅର୍ଥନୀତିର ମେରୁଦଣ୍ଡ ହୋଇଥିବା ବେଳେ ଖରିଫ ଚାଷ ରାଜ୍ୟର କୃଷିକ୍ଷେତ୍ର ନିମନ୍ତେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ଖରିଫଋତୁରେ କୋଭିଡ୍‌-୧୯ର ଅସ୍ବାଭାବିକ ପରିସ୍ଥିତିକୁ ସମ୍ମୁଖୀନ ହୋଇ…

ନବଜାତ ଶିଶୁଙ୍କ ପାଦ କାମୁଡ଼ି ଖାଇଲା ମୂଷା…

ଇନ୍ଦୋର,୧୮।୫: ହସ୍ପିଟାଲରେ ଚିକିତ୍ସାରେ ଅବହେଳା ହୋଇଥିବା ଏକ ଘଟଣା ନେଇ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ମଧ୍ୟପ୍ରଦେଶ ଇନ୍ଦୋରର ମହାରାଜ ଯଶଓ୍ବନ୍ତରାୟ ସରକାରୀ ହସ୍ପିଟାଲରେ…

୩୧ ଯାଏ ଓଏଚ୍‌ଆର୍‌ସି କାର୍ଯ୍ୟାଳୟକୁ ପ୍ରବେଶ ମନା

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା ୩୧…

୪୦ ଡିଗ୍ରୀ ଟପିଲା ୬ ସହର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଗତ କିଛିଦିନ ଧରି ଲଗାତର ଝଡ଼ବର୍ଷା ହେବା ଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କମ୍‌ ରହିଥିଲା। ସୋମବାରଠାରୁ ଏହାର ପ୍ରକୋପ ପୁଣି ବୃଦ୍ଧି ପାଇଛି। ରାଜ୍ୟର…