ଆୟତ୍ତରେ ଜଙ୍ଗଲ ନିଆଁ

ଭୁବନେଶ୍ୱର, (ବ୍ୟୁରୋ)/ବାରିପଦା ଅଫିସ, ୧୪।୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୀର୍ଘଦିନ ହେଲା ଲାଗିଥିବା ନିଆଁକୁ ଏକପ୍ରକାର ଆୟତ୍ତକୁ ଅଣାଯାଇଛି। ୩ଦିନ ଧରି ଶିମିଳିପାଳରେ ବର୍ଷା ହୋଇଥିବା…

୫୦୦ କୋଟିରୁ ଅଧିକ ଟଙ୍କାରେ ବିକ୍ରି ହେଲା ଏହି ଜେପିଇଜି ଫାଇଲ୍‌

ଆମେରିକାର ବିପଲ ନାମକ ଜଣେ ଆର୍ଟିଷ୍ଟଙ୍କ ଏକ ଡିଜିଟାଲ ଫାଇଲ୍‌(ଜେପିଇଜି) ୫୦୩ କୋଟି ଟଙ୍କାରେ ବିକ୍ରି ହୋଇଛି। ଏହି ଫଟୋରେ ବିଭିନ୍ନ ଡିଜିଟାଲ ଫଟୋ ରହିଛି। ବ୍ରିଟେନର…

ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା: ଲଞ୍ଚ୍‌ପ୍ୟାଡ୍‌ରେ ସୁଯୋଗ ଉଣ୍ଡି ବସିଛନ୍ତି ୨୫୦

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀରରେ ଧୀରେଧୀରେ ଆତଙ୍କବାଦୀ ସଂଗଠନଗୁଡ଼ିକର କାର୍ଯ୍ୟ କଳାପ କମିବାରେ ଲାଗିଛି। ଲଗାତାର ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ସର୍ଚ୍ଚ ଅପରେଶନ୍‌ ଏବଂ ଏନ୍‌କାଉଣ୍ଟର ଯୋଗୁ…

ଆଜି ଖେଳାଯିବ ଦ୍ୱିତୀୟ ଟି୨୦: ଜାଣନ୍ତୁ କେତେବେଳେ ଏବଂ କେଉଁଠି ଦେଖିବେ

ନୂଆଦିଲ୍ଲୀ,୧୩।୩: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି।…

ବଢ଼ିଲା କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୪।୩: ଦେଶରେ ପୁଣି କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ସରକାରଙ୍କ ଚିନ୍ତା ବଢ଼ିବା ସହିତ ପୁଣି ଲୋକଙ୍କ…

ଅଷ୍ଟ୍ରାଜେନିକା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ସମୀକ୍ଷା ହେବ

ନୂଆଦିଲ୍ଲୀ,୧୪।୩: ଅଷ୍ଟ୍ରାଜେନିକା ପ୍ରସ୍ତୁତ କୋଭିଡ୍‌ ଟିକା ନେବା ପରେ କେତେକ ୟୁରୋପୀୟ ଦେଶରେ ରକ୍ତ ଜମାଟ ବାନ୍ଧିବା ଭଳି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଥିବାରୁ ଆସନ୍ତା ସପ୍ତାହରେ ଏହାର…

ଫ୍ଲଏଡ୍‌ଙ୍କ ପରିବାରକୁ ୧୯୬.୨୬ କୋଟି

ଓ୍ବାଶିଂଟନ୍‌, ୧୪ା୩: ଆମେରିକା ପୋଲିସ ହେପାଜତରେ ମୃତ୍ୟୁ ଘଟିଥିବା ଅଶ୍ୱେତ ଜର୍ଜ ଫ୍ଲଏଡ୍‌ଙ୍କ ପରିବାର ସହ ବୁଝାମଣା ପାଇଁ ଚୁକ୍ତିନାମା ସ୍ବାକ୍ଷର କରିଛି ମିନିଆପଲିସ୍‌ ସିଟି କାଉନ୍‌ସିଲ।…

ବାଂଲାଦେଶ ସୁବର୍ଣ୍ଣ ଜୟନ୍ତୀରେ ଯୋଗଦେବେ ମୋଦି

ଢାକା,୧୪।୩(ପି.ଟି.): ବାଂଲାଦେଶ ସ୍ବାଧୀନତାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନେପାଳ, ଶ୍ରୀଲଙ୍କା, ଭୁଟାନ ଓ ମାଳଦ୍ୱୀପର ରାଷ୍ଟ୍ର ତଥା ଶାସନ ମୁଖ୍ୟମାନେ ଅତିଥି…

ପ୍ରପୋଜ କରି ୟୁନିଭର୍ସିଟିରୁ ବିଦା

ପ୍ରେମ ନିବେଦନ କରିବାରୁ ପାକିସ୍ତାନସ୍ଥିତ ଲାହୋର ୟୁନିଭର୍ସିଟିର ଦୁଇ ଛାତ୍ରୀଛାତ୍ରଙ୍କୁ ବିଦା କରିଦିଆଯାଇଛି। ଜଣେ ଛାତ୍ରୀ ଆଣ୍ଠେଇ ପଡ଼ି ତାଙ୍କ ବନ୍ଧୁଙ୍କୁ ପ୍ରପୋଜ କରିଥିଲେ। ଏହା ପରେ…

ଏଫ୍‌ଆଇଏଚ୍‌ ସଭାପତି ନିର୍ବାଚନ: ପ୍ରାର୍ଥତ୍ପତ୍ର ଦାଖଲ କଲେ ବାତ୍ରା

ଲାଉସାନେ, ୧୪ା୩ (ପି.ଟି.): ନରିନ୍ଦର ବାତ୍ରା ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ପୁନଃନିର୍ବାଚିତ ହେବାକୁ ଆଗ୍ରହୀ। ଏଫ୍‌ଆଇଏଚ୍‌ ପରିଚାଳନା ପରିଷଦର ୪୭ତମ ଅଧିବେଶନ ମେ…