ଗମ୍ଭୀରା ଭିତରକୁ ପ୍ରବେଶ ମନା

ପୁରୀ ଅଫିସ,୧୧ା୩:କୋଭିଡ୍‌ କଟକଣା ମଧ୍ୟରେ ଗୁରୁବାର ଶ୍ରୀଲୋକନାଥଙ୍କ ପୀଠରେ ଜାଗରଯାତ୍ରା ଅନୁଷ୍ଠିତ ହେବ। କଟକଣା ମାନି ଭକ୍ତମାନେ ଶ୍ରୀଲୋକନାଥ ଦେବଙ୍କୁ ଦର୍ଶନ କରିବାକୁ ଥିବାବେଳେ ମନ୍ଦିର ପ୍ରଶାସନ…

ବନ୍ଦ ହେବ ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୧ା୩ (ବ୍ୟୁରୋ):ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ ମସିହାରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ…

ଚାଲିଛି ପିରାହ୍ନା ମାଛଚାଷ

କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର…

ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ

ରାଜନଗର,୧୧ା୩(ଡି.ଏନ.ଏ.):ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ କୁହାଯାଉଥିତ୍ବା ଗହୀରମଥାର ନାସୀ-୧ ଓ ନାସୀ-୨ରେ ମଙ୍ଗଳବାର ସନ୍ଧ୍ୟାରୁ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଳମ୍ବିତ ରାତି ସୁଦ୍ଧା ପ୍ରାୟ ୧୧ଶହ…

କୃଷି ଯନ୍ତ୍ରାଂଶ ସବ୍‌ସିଡି ନାଁରେ ହଡ଼ପ

ଭୁବନେଶ୍ୱର,୧୧ା୩(ବ୍ୟୁରୋ):ଅନୁସୂଚିତ ଜାତି(ଏସ୍‌ସି) ଓ ଜନଜାତି(ଏସ୍‌ଟି) ଚାଷୀଙ୍କ ଆର୍ଥିକ ଅଭିଭୃଦ୍ଧି ଏବଂ ବୈଜ୍ଞାନିକ ପଦ୍ଧତିରେ ଉନ୍ନତ ମାନର ଚାଷ ପାଇଁ କୃଷି ଯନ୍ତ୍ରାଂଶ କିଣାରେ ରାଜ୍ୟ ସରକାର ସବ୍‌ସିଡି…

ଏଭଳି ଆଡ଼ମ୍ବରପୂର୍ଣ୍ଣ ଜିଲା ଗସ୍ତ ଆଉ କେହି କରିନାହାନ୍ତି: ପ୍ରଦୀପ

ଭୁବନେଶ୍ୱର, ୧୧ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ନୂଆପଡ଼ା କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କରିଛି ଭାଜପା। ଦଳର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି, ଅତୀତରେ କୌଣସି ମୁଖ୍ୟମନ୍ତ୍ରୀ…

ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ

ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦ ଲକ୍ଷ…

କ୍ୟୁଏସ୍‌ ର଼୍ୟାଙ୍କିଙ୍ଗ୍‌: ଭିଆଇଟିକୁ ପ୍ରଥମ ସ୍ଥାନ

ଭେଲୋର,୧୧।୩: କ୍ୟୁଏସ୍‌ ର଼୍ୟାଙ୍କିଙ୍ଗ୍‌ରେ ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଭିଆଇଟି) ଇଞ୍ଜିନିୟରିଂ ଏବଂ ଟେକ୍ନୋଲୋଜି କ୍ଷେତ୍ରରେ ଦେଶର ୧୨ ଶୀର୍ଷ ପ୍ରତିଷ୍ଠାନ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛି।…

ଆଜି ଜାଗର: ଶିବଙ୍କୁ ଅର୍ପଣ କରନ୍ତୁ ଏସବୁ, ମିଳିବ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୧୧ ତାରିଖ ଅର୍ଥାତ୍‌ ଗୁରୁବାର…

ଆରସିବି ପାଇଁ ଖେଳିବେ ନାହିଁ ଏହି ବିଦେଶୀ ଖେଳାଳି

ବାଙ୍ଗାଲୋର, ୧୧।୩ - ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଷ୍ଟ୍ରେଲିଆର ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ଫିଲିପ୍‌ଙ୍କୁ ବାଦ୍‌ ଦେଇଛି। ଗତ ସଂସ୍କରଣରେ ଆରସିବି ପାଇଁ ଓପନିଂ କରିଥିବା…