ରେଡ୍‌ ଜୋନ୍‌ରେ ୨୫ ଜିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି କୁହାଯାଉଛି।…

ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ

ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ ସାମଗ୍ରୀ,…

ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି ବହୁ…

ଲିଙ୍କ୍‌ରେ କ୍ଲିକ୍‌ କଲେ ଆକାଉଣ୍ଟ ହ୍ୟାକ୍‌

ଭୁବନେଶ୍ୱର,୧୧।୫(ବ୍ୟୁରୋ): ସାଇବର ଅପରାଧୀମାନେ ନୂଆ ଉପାୟରେ ଲୋକଙ୍କୁ ଠକିଚାଲିଛନ୍ତି। ପୋଲିସ ଯେତେ ଚେଷ୍ଟା କଲେ ବି ସେମାନଙ୍କଠାରୁ ପଛରେ ପଡ଼ିଯାଉଛି। ରାଜ୍ୟରେ କରୋନା ପାଇଁ ଲକ୍‌ଡାଉନ, ଶଟ୍‌ଡାଉନ୍‌…

ଶାଶୁଙ୍କ ସହ ଫଟୋ ଶେୟାର କରି ଟ୍ରୋଲ ହେଲେ ପ୍ରୀତି, ଦେଲେ ଏମିତି ଜବାବ

ପ୍ରାୟତଃ ଅଭିନେତା-ଅଭିନେତ୍ରୀମାନେ ସୋସିଆଲ ମିଡିଆରେ ଟ୍ରୋଲ ଆଉ ଟାର୍ଗେଟ ହୋଇଥାନ୍ତି। ୟୁଜର୍ସମାନେ କୌଣସି ନା କୌଣସି କାରଣ ଲାଗି ସେଲିବ୍ରିଟିଙ୍କୁ ଟ୍ରୋଲ କରନ୍ତି। ମାତ୍ର କେତେକ ତାରକା…

ମଶାଣିରେ ଫିଙ୍ଗିଦେଲେ ମୃତଦେହ

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ କରିବା…

ସରକାରୀ ଖାତାରେ ବଢ଼ୁନି ସଂଖ୍ୟା

ଅନୁଗୋଳ ଅଫିସ, ୧୧ା୫ ଅନୁଗୋଳ ଜିଲାରେ କରୋନାକୁ ବର୍ଷେ ପୂରଣ ହୋଇଛି। ୨୦୨୦ ମେ ୧୦ ଅର୍ଥାତ୍‌ ଠିକ୍‌ ବର୍ଷକ ତଳେ ଏକାବେଳେ ଜିଲାରୁ ୧୫ଜଣ ସଂକ୍ରମିତ…

ଚନ୍ଦନଯାତ୍ରା ପାଇଁ ସେବାୟତଙ୍କ ଜୀବନବୀମା

ପୁରୀ ଅଫିସ,୧୧।୫: ଅକ୍ଷୟ ତୃତୀୟାରେ ଚନ୍ଦନଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସଭାପତିତ୍ୱରେ ଏକ…

ପେଟ୍ରୋଲ ୨୬, ଡିଜେଲ ୩୬ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୫: କରୋନା ମହାମାରୀ ସମୟରେ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି। ଗତ ୨ଦିନର ବିରତି ପରେ ପୁଣି ଥରେ ଏହା ବଢିଛି। ଫଳରେ…