କବିଙ୍କ ଆକାଉଣ୍ଟ ବ୍ଲକ୍‌ କଲା ଫେସ୍‌ବୁକ୍‌

ଥିରୁଭାନନ୍ତପୁରମ୍‌,୧୦ା୫: କେରଳର କବି କେ. ସତ୍‌ଚିଦାନନ୍ଦନ ଫେସ୍‌ବୁକ୍‌ରେ ଏକ ଭିଡିଓ ପୋଷ୍ଟ କରିଥିଲେ। ରାଜ୍ୟରେ ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ହାରିବ ବୋଲି ଏଥିରେ ବ୍ୟଙ୍ଗ…

ପ୍ରଧାନମନ୍ତ୍ରୀଙ୍କୁ ଖାର୍ଗେଙ୍କ ୬ ପ୍ରସ୍ତାବ

ନୂଆଦିଲ୍ଲୀ, ୧୦।୫: କରୋନା ଦ୍ୱିତୀୟ ଲହରର ମୁକାବିଲା ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ୬ଟି ପ୍ରସ୍ତାବ…

ଏନ୍‌ଆଇଏ ହାତରେ ୟୁରାନିୟମ୍‌ ମାମଲା

ମୁମ୍ବାଇ/ଇସ୍‌ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍‌ (୩ ମିଟର) ଲମ୍ବର ବୋମା ପକାଇଥିଲା।…

ହିମନ୍ତ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ, ୧୦।୫: ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଆସାମ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ରବିବାର ଗୁଆହାଟୀରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କୁ ନେତା…

ପଥରଶିଳ୍ପ: ଓଡ଼ିଆର ଜାତିଗତ ସମ୍ପଦ

ବାହାର ଲେଖକମାନେ ଶାସ୍ତ୍ରର ମୂଳ ରହସ୍ୟକୁ ଖୋଜି ନ ଥିଲାପରି ମନେହୁଏ। ଯିଏ ଖୋଜିଛନ୍ତି ସେ କିମ୍ଭୂତକିମାକାର ତର୍ଜମା କରି ଓଡ଼ିଆ ସାଂସ୍କୃତିକ ପରମ୍ପରାକୁ କତରା (ଶେଯ)…

ବକ୍ସିଂ: ପ୍ରଥମ ପ୍ରୋ ବାଉଟ୍‌ରେ ଜାଙ୍ଗ୍ରା ବିଜୟୀ

ନୂଆଦିଲ୍ଲୀ,୯।୫(ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜେତା ଭାରତୀୟ ବକ୍ସର ମନଦୀପ ଜାଙ୍ଗ୍ରା ପେସାଦାର ବକ୍ସିଂରେ ସକାରାତ୍ମକ ଆରମ୍ଭ କରିଛନ୍ତି। ଆମେରିକାର ଫ୍ଲୋରିଡାରେ ସେ ତାଙ୍କର ପଦାର୍ପଣ…

ପୁଣି ଆସାମରେ ଭୂକମ୍ପ ଝଟ୍‌କା

ଗୁଆହାଟି,୧୦।୫: ଆସାମରେ ପୁଣି ଥରେ ଭୂକମ୍ପ ଝଟ୍‌କା ଲାଗିଛି। ଏଥର ନାଗାଓଁରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା। ଭୂକମ୍ପ…

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ…

୬୦ ହଜାର ଟଙ୍କା ପାଇଁ ବନ୍ଧାପଡ଼ିିଲା ମୃତଦେହ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ। ଏହାର ସୁଯୋଗ ନେଇ କେତେକ ଘରୋଇ ହସ୍ପିଟାଲ ରୋଗୀଙ୍କୁ ଶୋଷଣ କରିବାରେ ଲାଗିପଡ଼ିଛନ୍ତି। ପ୍ରଥମେ ରୋଗୀର ଅବସ୍ଥା ଗୁରୁତର…

ଶିଳ୍ପୀ ଜାତି ପାଇଁ ପ୍ରେରଣା ରହିବେ ରଘୁନାଥ

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜ୍ୟ ସଭା ସଦସ୍ୟ ତଥା ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗ ରାଜ୍ୟର ସମଗ୍ର ଶିଳ୍ପୀକୁଳଙ୍କୁ ଗଭୀର ଭାବେ ମର୍ମାହତ କରିଛି। ଶିଳ୍ପ କଳା ପ୍ରତି ସମ୍ପୂର୍ଣ୍ଣ…