ଡେପୁଟି କଲେକ୍ଟର ଆଲୋକ ଅନୁଗୁଳିଆଙ୍କୁ ନିଲମ୍ବନ

କୋରାପୁଟ, ୭।୫(ସ୍ବ.ପ୍ର.): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଆଲୋକ କୁମାର ଅନୁଗୁଳିଆଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ…

ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୭।୫(ଡି.ଏନ୍‌.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ…

ଆଉ ନାହାନ୍ତି ବନରାଜ ଭାଟିଆ

ହିନ୍ଦୁସ୍ତାନୀ ଏବଂ ପାଶ୍ଚାତ୍ୟ ଶାସ୍ତ୍ରୀୟ ସଙ୍ଗୀତର ଜଣାଶୁଣା ସଙ୍ଗୀତଜ୍ଞ ବନରାଜ ଭାଟିଆଙ୍କ ଶୁକ୍ରବାର ସକାଳେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩…

କେବଳ ଏହି କାରଣ ପାଇଁ ଭାଇଜାନ୍‌ଙ୍କୁ ପସନ୍ଦ କରନ୍ତିନି ଅମିର, ପୂରା ଘଟଣା ଜାଣିଲେ …

ବଲିଉଡ୍‌ ଅଭିନେତା ଅମିର ଖାଁ ଏବଂ ସଲମାନ ଖାଁ କେବଳ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତା ନୁହଁନ୍ତି ବରଂ ଭଲ ବନ୍ଧୁ। ଉଭୟ ପ୍ରାୟ ଏକ ସମୟରେ ସଫଳତାର…

ଶ୍ମଶାନରେ ଡ୍ୟୁଟି କରୁଛନ୍ତି ଏହି ପୋଲିସ ଅଧିକାରୀ, ବର୍ତ୍ତମାନ ସୁଦ୍ଧା ୧୧୦୦ ମୃତଦେହ କଲେଣି ସଂସ୍କାର

ନୂଆଦିଲ୍ଲୀ,୭।୫: ବର୍ତ୍ତମାନ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଲୋକେ ଖୁବ୍‌ ତୀବ୍ର ବେଗରେ ସଂକ୍ରମିତ ହେଉଛନ୍ତି। ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରି ସ୍ଥିତିରେ…

ବିଶ୍ୱ ରେକର୍ଡ କଲେ ୧୦ ବର୍ଷର ଝିଅ

ଇଣ୍ଟରନେଟ ଏବଂ ଟେକ୍ନୋଲୋଜିର ଏହି ଯୁଗରେ ପିଲାମାନେ ବହୁତ ପ୍ରତିଭାଶାଳୀ ହୋଇପାରିଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛି ୧୦ ବର୍ଷୀୟା ଝିଅ ସାରା ଛିପା। ସାରା ରାଜସ୍ଥାନର…

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ…

ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ

କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ…

ଖୁସି ଖବର: ପୁଣି ଆସୁଛି ପବ୍‌ଜୀ

ନୂଆଦିଲ୍ଲୀ,୭।୫: ଭାରତରେ ପବ୍‌ଜୀ ଗେମ୍‌ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍‌ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍‌ଜୀର…

୨ ସନ୍ତାନଙ୍କ ବାପା ହୋଇ ସୁଦ୍ଧା ୧୬ବର୍ଷ ସାନ ଅଭିନେତ୍ରୀଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ଏମିତି ସର୍ତ୍ତ ଶୁଣି…

ବଲିଉଡର ସବୁଠାରୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ମମତାଜ ଅନ୍ୟତମ। ଅନେକ ଫିଲ୍ମରେ କାମ କରି ସେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ୬୦ ଓ…