‘ଯେମିତି ହେଲେ ବିଦେଶୀ ଖେଳାଳିଙ୍କୁ ଘରକୁ ପଠାଇବୁ’

ନୂଆଦିଲ୍ଲୀ, ୪।୫: ଆଇପିଏଲରେ ଅଂଶଗ୍ରହଣ କରିଥିବା ବିଦେଶୀ ଖେଳାଳିଙ୍କୁ ଯେମିତି ହେଲେ ଘରକୁ ପଠାଯିବ। କୋଭିଡ୍‌-୧୯ ମହାମାରୀ କାରଣରୁ ଚଳିତ ସିଜନକୁ ବାତିଲ ହେବା ପରେ ଆଇପିଏଲ…

ଜେଇଇ ମେନ୍‌ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଜେଇଇ ମେନ୍‌ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମେ’ ସେସନକୁ ସ୍ଥଗିତ ରଖାଯାଇଥିବା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି।…

ଓଡ଼ିଶାରେ ପହଞ୍ଚିଲା ଆଉ ୧ ଲକ୍ଷ ଟିକା

ଭୁବନେଶ୍ୱର,୪।୫(ବ୍ୟୁରୋ): ଆମ ରାଜ୍ୟରେ ମଙ୍ଗଳବାର ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଛି। ଟିକା ଆସି ପହଞ୍ଚିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। କାରଣ ଟିକା ଅଭାବରୁ…

ଶାଗୁଆନ କାଠ ବୋଝେଇ ଟାଟାଏସି ଜବତ

ବାରଙ୍ଗ,୪।୫(ଡି.ଏନ୍‌.ଏ.): ବାରଙ୍ଗଥାନା ପୋଲିସ ମଙ୍ଗଳବାର ସକାଳେ ଶାଗୁଆନକାଠ ବୋଝେଇ ଟାଟାଏସି ସହ ଦୁଇଜଣଙ୍କୁ ଧରି ବନବିଭାଗକୁ ହସ୍ତାନ୍ତର କରିଛି ା ସେମାନେ ହେଲେ କୋରେଇ ଥାନା ଅର୍ନ୍ତଗତ…

ହାଇଦ୍ରାବାଦ ପ୍ରାଣୀ ଉଦ୍ୟାନର ୮ ସିଂହ କରୋନା ପଜିଟିଭ୍‌

ହାଇଦ୍ରାବାଦ,୪।୫: ସେଲ୍ୟୁଲାର୍‌ ଏବଂ ମୋଲିକୁଲାର ବାୟୋଲୋଜି (ସିସିଏମ୍‌ବି) ସେଣ୍ଟରରୁ ଜଣାପଡ଼ିଛି ଯେ, ସହରର ନେହେରୁ ପ୍ରାଣୀ ଉଦ୍ୟାନ (ହାଇଦ୍ରାବାଦ ପ୍ରାଣୀ ଉଦ୍ୟାନ)ର ୮ ଏସିଆନ ସିଂହ କରୋନା…

ଛତ୍ରପୁରରେ ନିୟମ ଫୁ: ୭ ଦୋକାନ ୧୫ ଦିନ ପାଇଁ ସିଲ

ଛତ୍ରପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ କରୋନା କଟକଣାକୁ ଅମାନିଆ ମାନୁନାହାନ୍ତି । ଅପରପକ୍ଷରେ ଏଠାରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ…

ଗାଁ ଭିତରକୁ ପଶିଲା ଭାଲୁ: କବାଟ ଦେଇ ରଖିଲେ ଲୋକେ

ପାଟଣା,୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଉଦୟପୁର ବିଟ୍‌ରେ ମଙ୍ଗଳବାର ସକାଳୁ ଏକ ଭାଲୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସି ଆତଙ୍କ ଖେଳାଇଛି।…

ଡାକ୍ତର ତିିଆରି କଲେ ଏମିତି ମେଶିନ, ଏଥିରୁ ରୋଗୀଙ୍କୁ ଦେଉଛନ୍ତି ଅମ୍ଳଜାନ

ଭୋପାଳ,୪।୫: ମଧ୍ୟପ୍ରଦେଶର ମାଲଓ୍ବା ଜିଲାରେ ରୋଗୀଙ୍କୁ ଲଗାତର ଅକ୍ସିଜେନ ଅଭାବ ପଡୁଥିବା ଦେଖିବାକୁ ମିଳିଛି। ସରକାରୀ ହସ୍ପିଟାଲର ଡାକ୍ତର ଏବଂ କର୍ମଚାରୀ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ…

ରାଶିଫଳ: ବୁଧବାର, ମେ ୦୫ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ଓ ବୁଧ ପରିବାରରେ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ସ୍ବଜନ ଶତ୍ରୁତା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା…

୨ ବର୍ଷର ଶିଶୁପୁତ୍ରକୁ ବିକି ଗର୍ଲଫ୍ରେଣ୍ଡଙ୍କ ସହ ବୁଲିବାକୁ ଗଲେ ଏହି ବ୍ୟକ୍ତି

ବେଜିଂ,୪।୫: ଚାଇନାର ଏକ ପିଶାଚ ପିତା ଦୁଇ ବର୍ଷର ଶିଶୁପୁତ୍ରକୁ ବିକି ଗର୍ଲଫ୍ରେଣ୍ଡଙ୍କ ସହ ବିଦେଶ ବୁଲିଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ବ୍ୟକ୍ତି ଜଣକ ପ୍ରଥମ…