ବ୍ରିଟେନ୍‌ରେ ୨୪୦ ମିଲିୟନ ପାଉଣ୍ଡ ନିବେଶ କରିବ ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ଲଣ୍ଡନ,୪।୫: ଟିକା ନିର୍ମାତା କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ(ଏସ୍‌ଆଇଆଇ) ବ୍ରିଟେନରେ ପୁଞ୍ଜି ନିବେଶ କରିବାକୁ ଯାଉଛି। ଭବିଷ୍ୟତରେ ଟିକା ବ୍ୟବସାୟକୁ ବିସ୍ତାର କରିବା ଏବଂ ବହୁ…

ଲକ୍‌ଡାଉନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ

ଭୁବନେଶ୍ୱର,୪।୫(ବ୍ୟୁରୋ): ଆସନ୍ତା ବୁଧବାରଠାରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଲାଗୁ ହେବ। ଏହା ପୂର୍ବରୁ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ହାଟ ବଜାରରେ ଗହଳି ଲଗାଇଛନ୍ତି। ଲକ୍‌ଡାଉନ୍‌କୁ…

ଆଇପିଏଲ୍‌ରେ କରୋନା ମାଡ: ବିସିସିଆଇର ନେଲା ବଡ଼ ନିଷ୍ପତ୍ତି

ଅହମଦାବାଦ,୪।୫: ଆଇପିଏଲର ୧୪ତମ ସିଜିନ ରେ ମଧ୍ୟ କରୋନା ବିପଦ ଦେଖାଦେଇଛିି। କିଛି ଖେଳାଳି ଏବଂ ସପୋର୍ଟ ଷ୍ଟାଫ କରୋନା ଆକ୍ରାନ୍ତ ହୋଇଛନ୍ତି ଅଛନ୍ତି। କୋଲକାତା ନାଇଟ…

ପୁଣି କରୋନାରେ ଆଖିବୁଜିଲେ ୧୫ ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

‘୫ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ସହ ବଡ଼ ଦୁର୍ଘଟଣା ଘଟିବ’

ଲକ୍ଷ୍ନୌ,୪।୫: ଉତ୍ତରପ୍ରଦେଶ ପୋଲିସର ହ୍ବାଟସଆପ୍‌ ନମ୍ବରରେ ଏକ ଧମକପୂର୍ଣ୍ଣ ମେସେଜ୍‌ ଆସିଛି। ଏହି ମେସେଜ୍‌ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନାଁରେ ଆସିଛି। ଯେଉଁଥିରେ ଲେଖାଯାଇଛି ପାଞ୍ଚ…

କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୮,୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ…

୨ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୩.୫୭ ଲକ୍ଷ ସଂକ୍ରମିତ, ୩,୪୪୯ ମୃତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା…

ବିଲ୍ ଗେଟ୍ସ-ମିଲିଣ୍ଡା ଗେଟ୍ସ ଅଲଗା ହେଲେ

ୱାଶିଂଟନ, ୪ ।୫: ମାଇକ୍ରୋସଫ୍ଟ କର୍ପୋରେଶନର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଏବଂ ତାଙ୍କ ସ୍ତ୍ରୀ ମିଲିଣ୍ଡା ଗେଟ୍ସ ଙ୍କ ଦୀର୍ଘ ୨୭ ବର୍ଷର ଦାମ୍ପତ୍ୟ ଜୀବନରେ…

ଆଧାର ନ ଥିବାରୁ ଚାଉଳ ବନ୍ଦ

କେନ୍ଦୁଝର, ୪।୫ (ସ୍ବ.ପ୍ର.)-ଆଦିବାସୀ ବହୁଳ ବାଂଶପାଳ ବ୍ଲକର ଗୋନାସିକା ଗ୍ରାମରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କ ଆଧାର କାର୍ଡ ନ ଥିବାରୁ ୩ ବର୍ଷ ହେଲା ସରକାରଙ୍କ ମାଗଣା…

କୋଷ୍ଠକାଠିନ୍ୟର ମୁକ୍ତିଦାତା କିସ୍‌ମିସ୍‌

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ…