ମାଡି ଚାଲିଛି କରୋନା: ଦିନକରେ ୩.୬୮ ଲକ୍ଷ ସଂକ୍ରମିତ, ୩,୪୧୭ ମୃତ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା…

୯, ୬୫୯ କୋଟି ଉଠାଇ ନେଲେ ବିଦେଶୀ ନିବେଶକ

ନୂଆଦିଲ୍ଲୀ: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ମାନେ ଏପ୍ରିଲରେ ପୁଞ୍ଜି ବଜାରରୁ ୯,୬୫୯ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନାର ଦ୍ୱିତୀୟ ଲହର ପ୍ରଭାବରେ ନିବେଶକ ଆଶଙ୍କାରେ ରହିବା…

ମୋଦିଙ୍କୁ ହରାଇଲେ ମମତା

ନୂଆଦିଲ୍ଲୀ/କୋଲକାତା/ଚେନ୍ନାଇ/ଥିରୁଭାନନ୍ତପୁରମ/ଗୁଆହାଟୀ,୩।୫: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ପଶ୍ଚିମବଙ୍ଗ ଖେଳରେ ବାଜି ମାରିଛନ୍ତି ଦିଦି। ୨୯୪ ସଦସ୍ୟ ବିଶିଷ୍ଟ ବିଧାନସଭାର ଭୋଟ ଗ୍ରହଣ କରାଯାଇଥିବା ୨୯୨ ଆସନରୁ ୨୧୩ରେ…

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା…

ଆଜି ରାଜ୍ୟରୁ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌…

ଏଟିଏମ୍‌ରୁ ଟଙ୍କା ଉଠାଇବା ବାହାନାରେ ଚୋରି କଲେ ସାନିଟାଇଜର, ଭିଡିଓ ଦେଖିଲେ…

ଭାରତରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା ବି କରାଯାଇଛି। ସରକାର ଲୋକଙ୍କୁ ନିୟମ ପାଳନ କରିବାକୁ…

ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା

ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର…

୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ…

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା ପ୍ରଦାନ…

ଲୋକେଶ ରାହୁଲ ଆପେଣ୍ଡିସାଇଟ୍ସରେ ପୀଡ଼ିତ

ଅହମଦାବାଦ, ୩ା୫ (ପି.ଟି.)- ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କୁ ଆପେଣ୍ଡିସାଇଟ୍ସରେ ପୀଡ଼ିତ ହୋଇଛନ୍ତି। ଅସ୍ତ୍ରୋପଚାର ପାଇଁ ସେ ବିମାନ ଯୋଗେ ବମ୍ବେ ଗସ୍ତ…