ରାଜଧାନୀରେ ବେକାବୁ କରୋନା: ପଟିଆ-ନୟାପଲ୍ଲୀ-ଖଣ୍ଡିଗିରିରେ ମାଡ଼ୁଛି, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୮୫୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ…

ଫୋନ ପାସଓ୍ବାର୍ଡ ନ ଦେବାରୁ ସାଙ୍ଗକୁ ହତ୍ୟା

ନୂଆଦିଲ୍ଲୀ,୨୯।୪ : ଫୋନ ପାସଓ୍ବାର୍ଡ ଦେବାକୁ ମନା କରି ଦେବାରୁ ଜଣେ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କୁ ପାର୍କରେ ବେକ ଚିପି ହତ୍ୟା କରିଛି ସାଙ୍ଗ। ଦିଲ୍ଲୀର ପିତମପୁରା…

କୋଭିସିଲ୍ଡ ପରେ ‘କୋଭାକ୍ସିନ’ ଦର ହ୍ରାସ: ଡୋଜ୍‌ ପିଛା ୨୦୦ ଟଙ୍କା କମ୍‌ରେ ମିଳିବ

ନୂଆଦିଲ୍ଲୀ,୨୯।୪: କମିଲା ‘କୋଭାକ୍ସିନ’ ଟିକା ଦର। ପୂର୍ବରୁ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ‘କୋଭିସିଲ୍ଡ’ ଟିକାର ଦାମ ହ୍ରାସ କରିିଥିବା ବେଳେ ଗୁରୁବାର ଭାରତ ବାୟୋଟେକ୍‌ ପକ୍ଷରୁ…

ମୁମ୍ବାଇରେ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଦିଆଯାଇପାରିବ ନାହିଁ ଟିକା

ମୁମ୍ବାଇ,୨୯।୪: ମେ ୧ରୁ ତୃତୀୟ ପର୍ଯ୍ୟାୟ ତଥା ୧୮ରୁ ୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଟିକାକରଣ ଅଭିଯାନ ଆରମ୍ଭ ହେବ। ଏନେଇ କେନ୍ଦ୍ର ସରକାର ଘୋଷଣା କରିଥିବା…

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି…

ଖେଳାଳିଙ୍କ ପରେ ସାହାଯ୍ୟ ପାଇଁ ଆଗେଇ ଆସିଲା ଆଇପିଏଲ ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨୯।୪ : କୋଭିଡ୍‌-୧୯ ସୁନାମିରେ ସଂଘର୍ଷ କରୁଥିବା ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଆଇପିଏଲ ଫ୍ରାଞ୍ଚାଇଜ ରାଜସ୍ଥାନ ରୟାଲ୍ସ। ପ୍ରଥମ ସଂସ୍କରଣର ଚାମ୍ପିୟନ ଦଳ…

ଟିକା ପାଇଁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମହାମାରୀ କରୋନାକୁ ମୁକାବିଲା କରିବାକୁ ହେଲେ ମାସ୍କ ପରିଧାନ ଏବଂ ସାମାଜିକ ଦୂରତ୍ୱ ରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହାଛଡ଼ା ହଠାତ ସଂକ୍ରମଣ ବଢ଼ିଥିବା ହେତୁ…

କରୋନାରେ ହାରିଗଲା ଜୀବନ: କାହା କୋଳରେ ଆଖି ବୁଜିଲେ ପୁଅ ତ କାହା ବାହୁ ବନ୍ଧନରେ ଚାଲିଗଲା ସ୍ବାମୀଙ୍କ ପ୍ରାଣ

ମହାମାରୀ କରୋନାର ଦ୍ୱିତୀୟ ଲହର ଭାରତ ପାଇଁ ଭୟଙ୍କର ସାବ୍ୟସ୍ତ ହୋଇଛି। ପ୍ରଭାବିତ ରାଜ୍ୟଗୁଡ଼ିକର କିଛି ଫଟୋ ଭାଇରାଲ ହେବା କ୍ଷଣି ଆଖି ଓଦା କରୁଛି। ଲୋକମାନେ…

କୋଭିଡ୍‌ ଓ୍ବାର୍ଡରେ ସନ୍ତାନ ପ୍ରସବ କଲେ କରୋନା ସଂକ୍ରମିତ ମହିଳା, ଅକ୍ସିଜେନ ସ୍ତର ଥିଲା ବହୁତ କମ୍‌

ଭୋପାଳ,୨୯।୪: ଜଣେ କରୋନା ସଂକ୍ରମିତ ମହିଳାଙ୍କଠାରେ ଅକ୍ସିଜେନ ସ୍ତର ବହୁତ କମ୍‌ ଥିଲା। ଫଳରେ ସେ ଜୀବନ ମରଣ ସହ ସଂଗ୍ରାମ କରୁଥିଲେ। ଏହି ସମୟରେ ସେ…

ଆଇପିଏଲ୍‌ରେ ଏଭଳି କିଛି କଲେ ଧୋନୀ; ପ୍ରଶଂସକ କହିଲେ ‘ଆଉ ଦେଖିବାକୁ କିଛି ବାକି ନାହିଁ’

ନୂଆଦିଲ୍ଲୀ,୨୯।୪: କ୍ରିକେଟ ମଇଦାନରେ ମହେନ୍ଦ୍ର ସିଂହ ଧୋନୀ ଶ୍ରେଷ୍ଠ ଫିଲ୍ଡରଙ୍କ ମଧ୍ୟରୁ ଅନ୍ୟତମ। ଉଇକେଟ ପଛରେ ତାଙ୍କର ଫୁର୍ତ୍ତି ସମସ୍ତଙ୍କୁ ଚକିତ କରେ। ସେ କ୍ୱଚିତ କ୍ୟାଚ୍‌…