ପ୍ରାର୍ଥତ୍ପତ୍ର ଦାଖଲ କଲେ ବିଶ୍ୱକେଶନ

ପୁରୀ ଅଫିସ,୨୭।୪: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ସୋମବାର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଦଳୀୟ ସମର୍ଥକଙ୍କ ଗ୍ରହଣରେ ଆସି କୋଭିଡ୍‌…

ଆଣ୍ଟି ଡମ୍ପିଂ ଶୁଳ୍କ ଲଗାଇବାକୁ ଓଡ଼ିଶାର ଦାବି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଇସ୍ପାତ ଉତ୍ପାଦନ ଉପରେ ଆଣ୍ଟି ଡମ୍ପିଂ ଏବଂ କାଉଣ୍ଟରଭେଲିଂ ଶୁଳ୍କ ଉଠାଇ ଦେଇଛନ୍ତି। ଏହା ଚାଇନା ଭଳି ଦେଶକୁ ସୁହାଇବା ସହ…

ଅକ୍ସିଜେନକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦିଲ୍ଲୀ ଓ ମହାରାଷ୍ଟ୍ର ଭଳିି ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସାରେ ଅକ୍ସିଜେନ ଘୋର ଅଭାବ ଦେଖାଦେଇଛି। ଏହା ଅଭାବରୁ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏପରି ସମୟରେ…

ଛାତି ଥରାଇ ଦେଉଛି ଭାରତର କରୋନା ସ୍ଥିତି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଳୀ,୨୭।୪: ଭାରତର କରୋନା ମହାମାରୀ ସଂକ୍ରମଣ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଭାରତର କରୋନା ସ୍ଥିତି ଛାତି ଥରାଇ ଦେଉଛି ବୋଲି…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବରୁ ନୟାଗଡ଼ରୁ ୨ଟି ପର୍ଯ୍ୟାୟରେ ରଥ କାଠ ପୁରୀରେ…

ଉପରମୁହାଁ ପାରଦ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କିଛିଦିନ ହେବ ପ୍ରବଳ ଖରା ଯୋଗୁ ରାଜ୍ୟରେ ଉତ୍ତପ୍ତ…

ପହିଲାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମେ’ ପହିଲାରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆସନ୍ତା ୨୮ ତାରିଖରୁ ନାମ ପଞ୍ଜୀକରଣ ହେବ। ଟିକାକରଣ ନିମନ୍ତେ କୋୱିନ…

ଶୋଇବା ଘରେ ୧୪ ଫୁଟ୍‌ର ଅହିରାଜ

ବାଙ୍ଗିରିପୋଷି,୨୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅନ୍ତର୍ଗତ ନିଶ୍ଚିନ୍ତା ଗ୍ରାମର ଅଧ୍ୟାପକ ଅଶୋକ କୁମାର ମହାପାତ୍ରଙ୍କ ଶୋଇବା ଘରୁ ୧୪ ଫୁଟ ଲମ୍ବ ଏକ ଅହିରାଜ ସାପ…

ବିନା ମାସ୍କ୍‌ରେ ନାଚିଲେ ଲୋକେ: ସଂକ୍ରମଣ ସମୟରେ ବଡ଼ ମ୍ୟୁଜିକ୍‌ କନସର୍ଟ…

ଓ୍ବିଲିଂଟନ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ମାସ୍କ୍‌…

ରେମ୍‌ଡେସିଭିର୍‌ ଅଭାବ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଏବେ ଦୁଇଟି ଔଷଧ ବ୍ୟବହାର କରାଯାଉଛି। ଗୋଟିଏ ହେଉଛି ଫାବିପିରାଭିର୍‌ ୨୦୦ଏମ୍‌ଜି ଟାବ୍‌ଲେଟ୍‌ ଓ ଅନ୍ୟଟି ହେଉଛି ରେମ୍‌ଡେସିଭିର୍‌ ୧୦୦ଏମ୍‌ଜି…