ଓଡ଼ିଶା ପର୍ଯ୍ୟଟନକୁ ରୌପ୍ୟ ପୁରସ୍କାର

ଭୁବନେଶ୍ୱର, ୨୫।୨ (ବ୍ୟୁରୋ)"ଦିଲ୍ଲୀରେ ଆୟୋଜିତ ଭାରତୀୟ ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନ ପୁରସ୍କାରର ଷଷ୍ଠ ସଂସ୍କରଣରେ ଓଡିଶା ପର୍ଯ୍ୟଟନକୁ ‘ଶ୍ରେଷ୍ଠ ଭବିଷ୍ୟତ ଅଗ୍ରଗାମୀ ରାଜ୍ୟ’ ଭାବେ ରୌପ୍ୟ ପୁରସ୍କାର ମିଳିଛି।…

ଲାପ୍‌ଟପ୍‌, ପିସି ମାନୁଫାକ୍‌ଚରିଂ ପାଇଁ ପ୍ରୋତ୍ସାହନ

ଘରୋଇ ବଜାରରେ ଇଲେକ୍‌ଟ୍ରୋନିକ୍ସ ମାନୁଫାକଚରିଂ ପାଇଁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ)କୁ ସରକାର ମଞ୍ଜୁରୀ ଦେଇଛନ୍ତି। ଲାପ୍‌ଟପ୍‌,ଟାବ୍‌ଲେଟ, ପିସି ଏବଂ ସର୍ଭର ପ୍ରସ୍ତୁତିକୁ ଉତ୍ସାହିତ କରିବା ଲାଗି…

ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି…

ଆକର୍ଷଣ ସାଜିଛି ହାତ ତିଆରି ସାମଗ୍ରୀ

ଭୁବନେଶ୍ୱର, ୨୫।୨ (ବ୍ୟୁରୋ) :ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ …

କୋଲ୍‌କାତାରୁ ଆସିବ ସିବିଆଇ ଟିମ୍‌

ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ ମଧ୍ୟରେ…

କେନ୍ଦ୍ର ସରକାର ସ୍ବାମୀନାଥନ କମିଟି ସୁପାରିସ ଲାଗୁ କରନ୍ତୁ: କୃଷି ମନ୍ତ୍ରୀ

ଭୁବନେଶ୍ୱର,୨୫/୨(ବ୍ୟୁରୋ):ଏମ୍‌.ଏସ୍‌. ସ୍ବାମୀନାଥନ କମିଟି ସୁପାରିସ ଅନୁଯାୟୀ କେନ୍ଦ୍ର ସରକାର କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ନିର୍ଦ୍ଧାରଣ କରିବା ଆବଶ୍ୟକ। ବୁଧବାର ବିଧାନସଭା ପ୍ରଶ୍ନ କାଳରେ ବିଜେଡି…

ରାଜ୍ୟ ସରକାରଙ୍କ ଅପାରଗତା: ଗିରିଧର ଗମାଙ୍ଗ

ଗୁଣପୁର,୨୫ା୨(ଡି.ଏନ.ଏ)-ରାୟଗଡ଼ା ଜିଲା ଗୁଣପୁର, ରାମନାଗୁଡ଼ା ବ୍ଲକ୍‌ ସୀମାନ୍ତ ସଂରକ୍ଷିତ ଜଙ୍ଗଲ ଇରିଡ଼ି ଘାଟିରେ ଆନ୍ଧ୍ର ପକ୍ଷରୁ ରାସ୍ତା କାମ ଚାଲିଥିଲା। ଏଭଳି ଏକ ସମ୍ବେଦନଶୀଳ ଖବର ପଦାକୁ…

‘ଇସ୍ପାତ ଉତ୍ପାଦନରେ ପିଏଲ୍‌ଆଇ ଯୋଜନାର ଲାଭ ଉଠାନ୍ତୁ ଶିଳ୍ପ ସମୂହ’

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଇସ୍ପାତ କ୍ଷେତ୍ର ପାଇଁ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ) କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିଲା। ସ୍ବଦେଶୀ ଉତ୍ପାଦନ ବୃଦ୍ଧି ପାଇଁ ଅଣାଯାଇଥିବା ଏହି ପ୍ରମୁଖ…

୧ରୁ ଯୁକ୍ତ୩ ପ୍ରଥମ ବର୍ଷ ଅନ୍‌ଲାଇନ ପାଠପଢ଼ା

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ଆସନ୍ତା ମାର୍ଚ୍ଚ ୧ରୁ ଯୁକ୍ତ୩ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ୍‌ରେ ପାଠପଢ଼ା ଆରମ୍ଭ ହେବ। ଏନେଇ ବୁଧବାର ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ବତ…

ମେ’ ପହିଲାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ଚାଷୀ ପଞ୍ଜୀକରଣ କାର୍ଯ୍ୟ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ ସହାୟକ…