‘ଜୁନ୍‌ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।…

ଖୋର୍ଦ୍ଧାର ୫ ଗାଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ

ଖୋର୍ଦ୍ଧା ଅଫିସ,୨୬।୪: ରେଡ୍‌ ଜୋନରେ ଥିବା ଖୋର୍ଦ୍ଧା ଜିଲାର ବିଭିନ୍ନ ବ୍ଲକରେ ସଂକ୍ରମଣ ବ୍ୟାପିବାରେ ଲାଗିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଉପଜିଲାପାଳ ଅଶୋକ ବେହୁରିଆ ଖୋର୍ଦ୍ଧା ଉପଖଣ୍ଡର…

୧୧୪୭ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ

କେନ୍ଦ୍ରାପଡା ଅଫିସ,୨୬।୪: ସମନ୍ବିତ ଶିଶୁ ବିକାଶ ବିଭାଗ ଅଧୀନରେ ୧୯୭୫ରୁ ଅଙ୍ଗନୱାଡି କେନ୍ଦ୍ର ଯୋଜନା ଦେଶରେ ଆରମ୍ଭ ହୋଇଥିଲା। ଯୋଜନା ପ୍ରଣୟନକୁ ଇତିମଧ୍ୟରେ ୪୫ ବର୍ଷ ବିତିଥିଲେ…

ଅମାନିଆଙ୍କ ଲାଗି ବଢୁଛି ସଂକ୍ରମଣ

ଭୋଗରାଇ, ୨୬।୪(ଡି.ଏନ.ଏ.):  ପଶ୍ଚିମବଙ୍ଗରେ କରୋନାର ନୂଆ ଷ୍ଟ୍ରେନ ଦେଖାଦେବା ପରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି।…

ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲା।…

ଅନିଶ୍ଚିତତାରେ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟରୁ ଉତ୍ପାଦନ

ଯାଜପୁର ଅଫିସ,୨୫ା୪: କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦେଶରେ ମେଡିକାଲ ଅକ୍ସିଜେନର ବହୁଳ ଚାହିଦା ରହିଛି। ଏହାର ଅଭାବରୁ ରୋଗୀମାନଙ୍କ ମୃତ୍ୟୁ ଘଟୁଥିବାରୁ ଦେଶରେ ହାହାକାର ପରିସ୍ଥିତି…

ଶ୍ରଦ୍ଧାଳୁଙ୍କୁ ମିଳିବନି ସୁଯୋଗ

ତାଳଚେର,୨୬ା୪(ନି.ପ୍ର.):  ମା’ ହିଙ୍ଗୁଳାଙ୍କ ବାର ମାସରେ ତେର ଯାତ୍ରା। ସେଥିରୁ ଚୈତ୍ରମାସ ଶୁକ୍ଳପକ୍ଷ ବିଷ୍ଣୁ ଦମନକ ଚତୁର୍ଦ୍ଦଶୀରେ ମା’ଙ୍କ ସ୍ବତନ୍ତ୍ର ପୂଜା କରାଯାଏ, ଯାହାକୁ ହିଙ୍ଗୁଳା ଯାତ୍ରା…

କୋହଲିଙ୍କ ମୁଣ୍ଡବିନ୍ଧା: ମ୍ୟାଚ୍‌ ହାରିଲେ, ଜରିମାନା ବି ଦେଲେ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୧ର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ୬୯ ରନ୍‌ରେ ପରାସ୍ତ କରିଛି। କ୍ରମାଗତ ଚତୁର୍ଥ ବିଜୟ…

ଅର୍ଥ ବ୍ୟବସ୍ଥା ସୁଧାର ପ୍ରକ୍ରିୟାରେ ବାଧା, ଚିନ୍ତା ବଢ଼ାଉଛି ସଂକ୍ରମଣ

ଭୁବନେଶ୍ୱର,୨୬।୪: ଚଳିତ ଆର୍ଥତ୍କବର୍ଷରେ ଦେଶର ଅଭିବୃଦ୍ଧି ଟ୍ରାକକୁ ଫେରି ଆସିବ ବୋଲି ଅନେକେ ଆଶା କରୁଥିଲେ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌) ମଧ୍ୟ ୨ ସପ୍ତାହ ତଳେ କହିଥିଲା ଯେ,…

ଅକ୍ସିଜେନ ଯୋଗାଣ: ଆଗେଇ ଆସିଛି ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୬।୪: କୋଭିଡ୍‌-୧୯ର ଦ୍ୱିତୀୟ ଲହର ଯୋଗୁ ସାରା ଦେଶରେ ସଂକ୍ରମଣ ଏବେ ବଢିଚାଲିଛି। ଏଭଳି ସ୍ଥିତିରେ ମେଡିକାଲ ଅକ୍ସିଜେନର ଅଭାବ ଏକ ପ୍ରମୁଖ ସମସ୍ୟା ଭାବେ ଉଭା…