ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ

ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍‌ କୋଭାକ୍ସିନ ଟିକା ଦାମ୍‌ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍‌ ପ୍ରତି ୬୦୦ ଟଙ୍କାରେ ଯୋଗାଇ ଦିଆଯିବ।…

କୋଲକାତାର କ୍ରମାଗତ ଚତୁର୍ଥ ପରାଜୟ

ମୁମ୍ବାଇ,୨୪।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ପୂର୍ବତନ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ କ୍ରମାଗତ ଚତୁର୍ଥ ପରାଜୟ ବରଣ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର…

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼…

ସଙ୍ଘବଦ୍ଧ ଆକ୍ରମଣ: ମହିଳାଙ୍କ ସମେତ ୪ ଆହତ

ଛତ୍ରପୁର,୨୪ା୪: ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗାଁରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ସଂଘବଦ୍ଧ ଆକ୍ରମଣରେ ମହିଳାଙ୍କ ସମେତ ୪ ଜଣ ଆହତ…

ଗ୍ରାମାଞ୍ଚଳକୁ ସୁରକ୍ଷା ଦିଅ

ନୂଆଦିଲ୍ଲୀ, ୨୪।୪: କରୋନାର ଦ୍ୱିତୀୟ ଲହର ଯେପରି ଗ୍ରାମାଞ୍ଚଳକୁ ନ ବ୍ୟାପେ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆହ୍ବାନ…

ଗଭର୍ନର ପ୍ରାର୍ଥୀ ହେବେ କିନ୍ନର

କାଲିଫର୍ନିଆ, ୧୪।୪: ଆମେରିକାର ହାଇପ୍ରୋଫାଇଲ କିନ୍ନର ଭାବେ ଜଣାଶୁଣା ତଥା ରିଅଲିଟି ଟିଭି ଷ୍ଟାର କାଟ୍‌ଲିନ୍‌ ଜେନ୍ନର ରିପବ୍ଲିକାନ ପାର୍ଟିରୁ କାଲିଫର୍ନିଆ ଗର୍ଭନର ପ୍ରାର୍ଥୀ ହେବେ ବୋଲି…

ଭାରତକୁ ପାକିସ୍ତାର ସମବେଦନା

ଇସ୍‌ଲାମାବାଦ,୧୪।୪: ଭାରତରେ ଭୟଙ୍କର ଭାବେ କରୋନା ଭୂତାଣୁ ସଂକ୍ରମଣ ଓ ଏଥିଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତକଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପଡ଼ୋଶୀ ପାକିସ୍ତାନ…

କଟକଣାକୁ ଫୁ: ଲୋକେ ଉତ୍ସାହିତ ହୋଇ ସ୍ବାଗତ କଲେ ବୋଲି କହିଲେ ବିଧାୟିକା

ବରଗଡ଼ ଅଫିସ,୨୪।୪: କରୋନା ମୁକାବିଲା ପାଇଁ କଟକଣାକୁ କଡାକଡି କରାଯାଇଛି। ହେଲେ ବରଗଡ଼ ଜିଲା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି।…

ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ

ଚୌଦ୍ୱାର,୨୪ା୪(ଡି.ଏନ୍‌.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା…

ଔଷଧ ଦୋକାନରେ ଗୁଟ୍‌ଖା, ସିଗାରେଟ୍‌ ବିକ୍ରି

ଭଦ୍ରକ ଅଫିସ, ୨୪।୪: ଔଷଧ ଦୋକାନରେ ବିକ୍ରି ହେଉଥିଲା ଗୁଟ୍‌ଖା ଓ ସିଗାରେଟ୍‌। ସ୍ଥାନୀୟ ପ୍ରଶାସନ ଓ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୩ ଜଣଙ୍କୁ ଅଟକ…