ରାସ୍ତା ଉପରେ ଚାଷୀଙ୍କୁ ଝୁଣି ପକାଇଲା ବାର୍‌ହା: ଭିଡିଓ ଭାଇରାଲ

ଭଞ୍ଜନଗର,୨୩।୪: ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ମୁଦୁଲିପଲ୍ଲୀ ଅଞ୍ଚଳରେ ଏକ ବାର୍‌ହା ଜନବସତି ଆଡକୁ ଚାଲିଆସିଥିଲା। ସେତିକିବେଳେ ଜମିକୁ କାମ କରିବାକୁ ଯାଇ ଘରକୁ ଫେରୁଥିଲେ ସୁବାସ…

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଶେଷରେ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଉପରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ମୋହର…

ମୁମ୍ବାଇରେ ପହଞ୍ଚିଲା ପ୍ରଥମ ଅକ୍ସିଜେନ ଏକ୍ସପ୍ରେସ

ମୁମ୍ବାଇ,୨୩।୪: ବିଶାଖାପାଟଣାରୁ ଗୁରୁବାର ବାହାରିଥିବା ‘ଅକ୍ସିଜେନ ଏକ୍ସପ୍ରେସ’ ଶୁକ୍ରବାର ସନ୍ଧ୍ୟାରେ ମହାରାଷ୍ଟ୍ରର ନାଗପୁରରେ ପହଞ୍ଚିଛି। ଏଥିରେ ୭ଟି ଜୀବନ ରକ୍ଷାକାରୀ ମେଡିକାଲ ଗ୍ୟାସ ଭର୍ତ୍ତି ଟ୍ୟାଙ୍କ ରହିଛି।…

ରୋହିତଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ମୁମ୍ବାଇ ୧୩୧/୬

ଚେନ୍ନାଇ,୨୩।୪: କିଙ୍ଗ୍ସ ପଞ୍ଜାବ ବୋଲରଙ୍କ ଘାତକ ବୋଲିଂ ଯୋଗୁ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ମାତ୍ର ୧୩୧ ରନ୍‌ କରିଛି।…

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

ରେଳ ଧାରଣାରୁ ଶିଶୁକୁ ଉଦ୍ଧାର କରିଥିବା ରେଲ୍‌ଓ୍ବେ କର୍ମୀଚାରୀଙ୍କୁ ମିଳିଲା ଜାଓ୍ବା ମୋଟରସାଇକେଲ

ମୁମ୍ବାଇ,୨୩।୪: ଭଙ୍ଗାନୀ ରେଲଓ୍ବେ ଷ୍ଟେଶନର ରେଳ ଧାରଣରୁ ନିଜ ଜୀବନକୁ ବାଜି ଲଗାଇ ଶିଶୁକୁ ଉଦ୍ଧାର କରିଥିବା ପଏଣ୍ଟସମ୍ୟାନ ମୟୂର ଶେଲକେଙ୍କୁ ଶୁକ୍ରବାର ମିଳିଛି ଏକ ନୂଆ…

ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୨୩, ୨୦୨୧)

କଟକ ପୁରୀଘାଟ ଦେବୀଗଡା କାଠଯୋଡ଼ି ନଦୀ ତଟକୁ ବାସନ୍ତୀ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମାକୁ ବିସର୍ଜନ ପାଇଁ ନିଆଯାଉଛି   ଲୋକେ ବିପଦଜନକ ଭାବରେ ଟ୍ରେନ ଆସିବା ପୂର୍ବରୁ…

ଲୋକେ ଖୋଜୁଛନ୍ତି ରେମ୍‌ଡେସିଭିର୍

କରୋନା ଭାଇରସ ସଂକ୍ରମଣ ସାରା ଦେଶ ପାଇଁ ବଡ଼ ଚିନ୍ତାର କାରଣ ପାଲଟିଛି । ଦେଶର ବିଭିନ୍ନ ବଡ଼ବଡ଼ ସହରରେ ଏବେ ସ୍ଥିତି ଖରାପ ହୋଇ ପଡିଛି।…

୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ…

୧୧୯ ରନ୍‌ କରିପାରିଲା ନାହିଁ ପାକିସ୍ତାନ

ହରାରେ,୨୩।୪: ସିରିଜ୍‌ର ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଜିତିବା ପାଇଁ ପାକିସ୍ତାନକୁ ଦରକାର ଥିଲା ୧୧୯ ରନ୍‌। ପାକିସ୍ତାନର ଶକ୍ତିଶାଳୀ ବ୍ୟାଟିଂ ଲାଇନ ଅପ୍‌ ଆଗରେ ଥିଲା ଦୃବଳ…