ଜାତୀୟ ଜରୁରୀ ପରିସ୍ଥିତି

ନୂଆଦିଲ୍ଲୀ,୨୩ା୪:ସମ୍ପ୍ରତି ଭାରତରେ ଉପୁଜିଥିବା କୋଭିଡ୍‌-୧୯ ସ୍ଥିତିକୁ ସୁପ୍ରିମକୋର୍ଟ ନ୍ୟାଶନାଲ ଏମର୍ଜେନ୍ସି ବା ଜାତୀୟ ଜରୁରିକାଳୀନ ପରିସ୍ଥିତି ବୋଲି ଅଭିହିତ କରିଛନ୍ତି। ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ, ଶଯ୍ୟା ଓ ଆଣ୍ଟାଇ-ଭାଇରାଲ…

କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା

ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ୧୫…

ଆଉ ୩ ସପ୍ତାହ ପରେ କମିବ ସଂକ୍ରମଣ

ନୂଆଦିଲ୍ଲୀ, ୨୨।୪: ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବା ବେଳେ ମେ’ ଦ୍ୱିତୀୟ ସପ୍ତାହ ବେଳକୁ ଏହା ଶୀର୍ଷରେ ପହଞ୍ଚତ୍ବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ବିଶେଷଜ୍ଞମାନଙ୍କ ଗାଣିତିକ…

ଏଭଳି ରେକର୍ଡ କରିବାରେ ଆଇପିଲର ପ୍ରଥମ ବ୍ୟାଟ୍ସମ୍ୟାନ କୋହଲି

ମୁମ୍ବାଇ,୨୨।୪ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଗୁରୁବାର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ପୂରଣ କରିଛନ୍ତି ୬…

ପଶ୍ଚିମବଙ୍ଗର ଟ୍ରିପଲ୍‌-ମ୍ୟୁଟାଣ୍ଟ ଷ୍ଟ୍ରେନ୍‌ ବଢାଉଛି ଚିନ୍ତା

କୋଲକାତା, ୨୨।୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍‌ ମ୍ୟୁଟାଣ୍ଟ ଷ୍ଟ୍ରେନ୍‌) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍‌ ମ୍ୟୁଟାଣ୍ଟ (ବି.୧.୬୧୭) ପରେ ଭାରତରେ…

ଅତିସହଜରେ ରୟାଲ ଲଢ଼େଇ ଜିତିଲା ଆର୍‌ସିବି

ମୁମ୍ବାଇ,୨୨।୪ : ପ୍ରଥମେ ବୋଲିଂ ଓ ତା’ ପରେ ଦେବଦତ୍ତ ପାଡିକଲ ଏବଂ ବିରାଟ କୋହଲିଙ୍କ ଓପନିଂ ଭାଗିଦାରୀ ଯୋଗୁ ୧୦ ଉଇକେଟରେ ବିଜୟ ହାସଲ କରିଛି…

ଚିଠି ସହ ଚୋର ଫେରାଇଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ୍‌

ଚଣ୍ଡିଗଡ଼,୨୨।୪ : ହରିୟାଣର ରାଜଧାନୀ ଚଣ୍ଡିଗଡ଼ରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ଗୁରୁବାର ୧୭୦୦ କୋଭିଡ୍‌-୧୯ ଟିକା ଭର୍ତ୍ତି ଥିବା ଏକ ବ୍ୟାଗ ଚୋରି…

ମାସ୍କ ନ ପିନ୍ଧି ପୋଲିସ କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ

ବଲାଙ୍ଗୀର ଅଫିସ, ୨୨ା୪: ବଲାଙ୍ଗୀର ସହରରେ ଗୁରୁବାର ୩ଜଣ ପୋଲିସ କନ୍‌ଷ୍ଟେବଳଙ୍କ ଉନ୍ମତ୍ତ କାଣ୍ଡକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ୩ କନଷ୍ଟେବଳ ଏକ କାରରେ ବସି…

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ ଅଂଶକୁ…

ରାଜଧାନୀରେ ସ୍ଥାନାନ୍ତର ହେବାକୁ ଯାଉଛି ହାଟ

ଭୁବନେଶ୍ୱର,୨୨।୪: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବଢି ଚାଳିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ…