ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ

ବୌଦ୍ଧ/ବାଉଁଶୁଣୀ,୨୨।୪(ଡି.ଏନ୍‌.ଏ.): ବୌଦ୍ଧ ଥାନା ଆମ୍ବଝରୀ ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପଡ଼ା ଗ୍ରାମରେ ବୁଧବାର ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ…

ଧୋନୀଙ୍କ ଉତ୍ତରାଧିକାରୀ ଜାଡେଜା

ଚେନ୍ନାଇ,୨୨।୪: ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପ୍ରଶଂସାରେ ଶତମୁଖ ଇଂଲଣ୍ଡର ପୂର୍ବ ଅଧିନାୟକ ମାଇକେଲ ଭନ୍‌। ସେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ସହ ଜାଡେଜାଙ୍କ ତୁଳନା କରିଛନ୍ତି।…

ଚାଷ ଜମିରେ ହେବ ଅନ୍ତିମ ସଂସ୍କାର: ସରକାରଙ୍କ ନିର୍ଦ୍ଦେଶ…

ବେଙ୍ଗାଲୁରୁ,୨୨।୪: କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏତେ ସଂଖ୍ୟକ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ, କବରସ୍ତାନରେ ସମସ୍ୟା…

କାଳବୈଶାଖୀ: ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଗଛ

ପାଟଣା,୨୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ଗୁରୁବାର ସକାଳୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡି ସହ ପ୍ରବଳ ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିବା…

ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ ଜନ୍ମ…

୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା…

ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌: ସରକାର ମୃତ୍ୟୁ ସଂଖ୍ୟା ଲୁଚାଉଥିବା ଅଭିଯୋଗ…

ନୋଏଡା,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ନୋଏଡ଼ାରେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ବାହାରେ ମୃତଦେହର ଲମ୍ବା ଲାଇନ୍‌ ଲାଗିଛି। ଶ୍ମଶାନରେ ଜୁଇ…

ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ…

ନିରାମୟ ଯୋଜନା ପ୍ରହସନ

ଯାଜପୁର ରୋଡ୍‌,୨୨।୪: ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ଘରୋଇ ଔଷଧ ଦୋକାନ ରହିବା ଯୋଗୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ପ୍ରତିହତ ହେଉଛି। ଗରିବ ଶ୍ରେଣୀର…