ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି।…

‘୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ’ : ଆଉ ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଆସିଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ କରାଯିବ ବୋଲି ସୋମବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ୧୮ ବର୍ଷ…

ଧୋନୀଙ୍କ ବାପା-ମା’ଙ୍କୁ କରୋନା

ରାଞ୍ଚି,୨୧।୪: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବାପା ପାନ ସିଂ-ମା’ ଦେବକୀ ଦେବୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ରାଞ୍ଚିର…

ଓଏସ୍‌ଏସ୍‌ସି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଲକ୍ଷ୍ୟରେ ରଖି ଓଡ଼ିିଶା ଷ୍ଟାଫ୍‌ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି।…

ଘୁଞ୍ଚିଲା ମେଡିକାଲ ଅଫିସର ପରୀକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ଆସନ୍ତା ୨୪ତାରିଖରୁ ଲାଗୁ ହେବ।…

ଏନ୍‌ଇଟି ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୨୦୨୦ ଡିସେମ୍ବର ପର୍ଯ୍ୟାୟ ୟୁଜିସି ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି…

ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କରୋନାର ଦ୍ୱିତୀୟ ଲହର ମଧ୍ୟରେ ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ରାମ ନବମୀ ପ୍ରତିବର୍ଷ ଚୈତ୍ର ମାସ ଶୁକ୍ଲ ପକ୍ଷ ନବମୀ…

ଚାକିରି ସ୍ଥାୟୀ ନ ହେବାରୁ ଆତ୍ମାହୁତି

ସମ୍ବଲପୁର, ୨୧।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ କମ୍ପ୍ୟୁଟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀ ଦୀନବନ୍ଧୁ ମିଶ୍ର (୫୦) ମଙ୍ଗଳବାର ଆତ୍ମାହୁତି ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ପ୍ରଶାସନିକ…

ମିସୋରି ହାଉସ୍‌ ସଦସ୍ୟଙ୍କୁ ବହିଷ୍କାର ପ୍ରସ୍ତାବ

ଜେଫେରସନ ସିଟି, ୨୧ା୪: ନିଜ ୨ ଝିଅଙ୍କୁ ଯୌନ ଶୋଷଣ ସହ ଶାରୀରିକ ନିର୍ଯାତନା ଦେବା ମାମଲାରେ ମିସୋରି ହାଉସ୍‌ ସଦସ୍ୟ ରିପବ୍ଲିକାନ ରିକ୍‌ ରୋବରଙ୍କୁ ଗୃହରୁ…

ଫେବୃୟାରୀରୁ ହୋଇନି ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଉଲ୍ଲଂଘନ ନ ହେବା ନେଇ ଚୁକ୍ତି ହେବା ପରେ ଫେବୃୟାରୀଠାରୁ ଏଲ୍‌ଓସିରେ ଶାନ୍ତି ବଜାୟ ରହିଥିବା ଭାରତୀୟ ସେନା ମୁଖ୍ୟ ଜେନେରାଲ…