ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି…

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା…

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ତାଳଚେର,୨୦।୪(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ରବିବାର ରାତିରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିର ପଶ୍ଚିମ ଦିଗରେ ପ୍ରାୟ ଏକ କିଲୋମିଟର…

ମିଗୁଏଲ୍‌ କ୍ୟୁବା କମ୍ୟୁନିଷ୍ଟ ପାର୍ଟିର ନୂଆ ନେତା

ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍‌ ଡିଆଜ୍‌-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି…

ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ…

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ…

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ…

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ

ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍‌ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ…

ଆଖି ବୁଜିଲେ ଦୁଇମୁଣ୍ଡିଆ ଶିଶୁକନ୍ୟା

କଟକ ଅଫିସ,୨୦।୪: କଟକ ଶିଶୁଭବନର ପେଡିଆଟ୍ରିକ୍‌ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍‌ରେ ରହି ୮ ଦିନ ଧରି ଚିକିତ୍ସିତ ହେଉଥିବା କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟାଙ୍କ ରବିବାର ମୃତ୍ୟୁ…

ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ

ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍‌ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା…