ବରଣମାଳା ପୂର୍ବରୁ ବରଙ୍କ ହାତରେ ହାତକଡ଼ି

ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶର ଆଗ୍ରାରେ ଜଣେ ବରଙ୍କୁ ହଟହଟା ହେବାକୁ ପଡ଼ିଛି। ୧୬ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିବାକୁ ଆସିଥିବା ବରଙ୍କ ବେକରେ ବରଣମାଳା ପଡ଼ିବା ପୂର୍ବରୁ…

୬୧ ଖେଳାଳି ୧୯୬ କୋଟି ଟଙ୍କାରେ ହେବେ ବିକ୍ରି: ଜାଣନ୍ତୁ କେଉଁ ଦଳ ପାଖରେ ଅଛି କେତେ ଟଙ୍କା

ଚେନ୍ନାଇ,୧୮।୧: ଆଇପିଏଲର ୧୪ତମ ସଂସ୍କରଣ ପାଇଁ ଆଜି ଦିନ ୩ଟାରୁ ଚେନ୍ନାଇର ଗୋଟିଏ ହୋଟେଲରେ ଖେଳାଳି ନିଲାମ ପ୍ରକ୍ରିୟା ହେବ। ନିଲାମର ଚୂଡାନ୍ତ ତାଲିକାରେ ସମେତ ମୋଟ…

ତାମିଲସାଇ ହେଲେ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ

ପୁଡୁଚେରୀ,୧୮।୨: ତାମିଲସାଇ ସୌନ୍ଦରାରାଜନ ପୁଡୁଚେରୀର ନୂଆ ଉପ ରାଜ୍ୟପାଳ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତେଲେଙ୍ଗାନା ସହିତ ତାଙ୍କୁ ପୁଡୁଚେରୀର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।…

ଜମ୍ମୁ-କଶ୍ମୀର: ସେନା-ପୋଲିସ ଅଧିକାରୀଙ୍କ ସହ ଭେଟିଲେ ବିଦେଶୀ ପ୍ରତିନିଧି ମଣ୍ଡଳ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଲୋଚନା

ଜମ୍ମୁ,୧୮ ।୨: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ବିଦେଶୀ ପ୍ରତିନିଧି ମଣ୍ଡଳ ଗୁରୁବାର ସେନା ଓ ଜମ୍ମୁ-କଶ୍ମୀର ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି । ଏହି ସମୟରେ ଘାଟିରେ ସୁରକ୍ଷା…

ସାମରିକ ଶାସକଙ୍କ କଟକଣା: ପ୍ରଭାବିତ ହେଉଛି ମ୍ୟାନ୍‌ମାର ଅର୍ଥନୀତି

ନାପିତ୍ୱ,୧୮।୨: ମ୍ୟାନ୍‌ମାରରେ ସାମରିକ ଶାସକଙ୍କ କଟକଣା ଯୋଗୁ ସ୍ଥିତି ଏବେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ରାତ୍ର କାଳୀନ କର୍ଫ୍ୟୁ ଜାରି ହେବା ସହିତ ଇଣ୍ଟରନେଟ୍‌…

ଏହି କ୍ରିକେଟର୍‌ ସ୍ତ୍ରୀଙ୍କ ନାଁରେ ନକଲି ଫେସ୍‌ବୁକ୍‌ ଆକାଉଣ୍ଟ

ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କ ନାମରେ ଏକ ନକଲି ‘ଫେସବୁକ ପେଜ’ ଥିବା ନେଇ ପୋଲିସ ନିକଟରେ ଅଭିଯୋଗ…

ବୋଲ ମାନୁନି ପ୍ରେମ: ବିଗ୍‌ବସ୍‌ରୁ ବାହାରି ରୋମାଣ୍ଟିକ୍‌ ହେଲେ ପବିତ୍ରା-ଏଜାଜ୍‌

ବମ୍ବେ: କଳହ ସାଙ୍ଗକୁ ରୋମାନ୍ସକୁ ନେଇ ଚର୍ଚ୍ଚାରେ ରହିଥାଏ ବିଗ୍‌ବସ୍‌। ଶୋ’ରେ ଭାଗ ନେଉଥିବା ପ୍ରତିଯୋଗୀ ଦର୍ଶକଙ୍କୁ ମନୋରଞ୍ଜନ କରିବାର କୌଣସି ସୁଯୋଗ ଛାଡ଼ି ନ ଥାନ୍ତି।…

ନ୍ୟୁଜ୍‌ ଓ୍ବେବସାଇଟ୍‌କୁ ବ୍ୟାନ୍‌ କଲା ଫେସବୁକ୍‌

କାନବେରା,୧୮।୨: ସୁରକ୍ଷାକୁ ଦୃଷ୍ଟିରେ ରଖି ଅଷ୍ଟ୍ରେଲିଆରେ ଫେସବୁକ୍‌ ପକ୍ଷରୁ କେତେକ ନ୍ୟୁଜ୍‌ ଓ୍ବେସାଇଟ୍‌ ସହିତ ଅନ୍ୟ ପେଜ୍‌କୁ ବ୍ୟାନ୍‌ କରିଛି। ଏହାଦ୍ୱାରା ଜରୁରିକାଳୀନ ସେବା ପ୍ରଭାବିତ ହୋଇଛି।…

ଏହି ଫିଲ୍ମର ଗୋଟିଏ ସିନ୍‌ ପାଇଁ ଖର୍ଚ୍ଚ ହେଲା ଦେଢ କୋଟି ଟଙ୍କା

ବାହୁବଳୀ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗେଡଙ୍କ ଅଭିନୀତ ଆଗାମୀ ଫିଲ୍ମ ରାଧେ ଶ୍ୟାମ୍‌ର ଟିଜର୍‌ ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଟିଜରରେ ପୂଜା ଏବଂ ପ୍ରଭାସଙ୍କୁ କିଛି…

ଥମୁଛି ବିବାଦ: ଏଲ୍‌ଏସିରୁ ହଟୁଛନ୍ତି ଦୁଇପକ୍ଷ

ଲଦାଖ,୧୮।୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ଥମିବାରେ ଲାଗିଛି। ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀ ଏଠାରୁ…