ଫାସ୍‌ଟାଗ୍‌ ଲାଗୁ ହେଲେ ମଧ୍ୟରାତ୍ରରୁ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୫।୨: ସୋମବାର ମଧ୍ୟରାତିରୁ ସମସ୍ତ ଟୋଲପ୍ଲାଜା (ଟୋଲଗେଟ୍‌)ରେ ଫାସ୍‌ଟାଗ୍‌ ଲଗୁ କରିବାକୁ ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା (ଏନ୍‌ଏଚ୍‌ଆଇ) ନିଷ୍ପତ୍ତି ନେଇଛି । ତେବେ ବରଗଡ଼…

‘ ସଚିନ, ଲତାଙ୍କ ଟୁଇଟ୍‌ ଉପରେ ହେବ ନାହିଁ ତଦନ୍ତ ’

ନାଗପୁର, ୧୫।୨ : ଭାରତରତ୍ନ ସଚିନ ତେନ୍ଦୁଲକର ଓ ଲତା ମାଙ୍ଗେସକରଙ୍କ ଉପରେ କୌଣସି ତଦନ୍ତ ହେବ ନାହିଁ। ଦେଶରତ୍ନଙ୍କ ସମ୍ପର୍କରେ ମୁଁ ଏଭଳି କହିନାହିଁ ବୋଲି…

ମାର୍ଚ୍ଚରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ,୧୫।୨: ମାର୍ଚ୍ଚ ମାସରୁ ୫୦ ବର୍ଷ ବୟଷରୁ ଊର୍ଦ୍ଧ୍ୱ ନାଗରିକଙ୍କୁ କରୋନା ଟିକାକରଣ କରାଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୋମବାର ଘୋଷଣା କରିଛନ୍ତି। ଟିକାକରଣ…

ବୈଭବଙ୍କ ନାମରେ ମେହେନ୍ଦୀ ଲଗାଇଲେ ଦିୟା

ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜା କିଛି ଘଣ୍ଟା ମଧ୍ୟରେ ପୁନଃ ଦାମ୍ପତ୍ୟ ଜୀବନ ଆରମ୍ଭ କରିବାକୁ ଯାଉଛନ୍ତି। ସେ ପ୍ରଥମ ସ୍ବାମୀ ସାହିଲ ସାଙ୍ଘଙ୍କଠାରୁ ଛାଡ଼ପତ୍ର ପରେ…

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା।…

ଉଦାହରଣ ପାଲଟିଲେ ଶିକ୍ଷକ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ପଦ୍ମପୁର-ସୋହେଲା ବିଜୁ ଏକ୍ସପ୍ରେସ ରାସ୍ତାର କନସିଂହା ଛକ ନିକଟରେ ସୋମବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାର ୨ଜଣ ଆହତକୁ ଉଦ୍ଧାର କରି…

କୋଭିଡ୍‌ ନିୟମ ଭାଙ୍ଗି ଚେପକ ଗ୍ରାଉଣ୍ଡରେ ପଶିଗଲେ ଛାତ୍ର, ଆଉ ତାପରେ

ଚେନ୍ନାଇ, ୧୫।୨ : ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ବେଳେ ସ୍ଥାନୀୟ ସ୍କୁଲର ଜଣେ ଦଶମ ଶ୍ରେଣୀର ଛାତ୍ର କୋଭିଡ୍‌ ପ୍ରୋଟୋକଲ…

ଆଧାର ସାଜିଲା ଅଡ଼ୁଆ, ରାଜ୍ୟ ବୃତ୍ତି ଯୋଜନା ଆବେଦନରୁ ବଞ୍ଚିତ ହେଲେ ୩ ଛାତ୍ରୀ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ ଛାତ୍ରବୃତ୍ତି…

ମହାନ ଅଲରାଉଣ୍ଡରଙ୍କୁ ପଛରେ ପକାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ଭାରତୀୟ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୫ ଉଇକେଟ ନେବା ସହ ଶତକୀୟ ଇନିଂସ ଖେଳିଛନ୍ତି। କ୍ୟାରିୟରରେ…

ତପୋବନ ଟନେଲରୁ ୩ ମୃତଦେହ ଜବତ, ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଲା

ଚାମୋଲି,୧୫।୨: ସୋମବାର ଉଦ୍ଧାରକାର୍ଯ୍ୟ ବେଳେ ତପୋବନ ଟନେଲ ଭିତରୁ ପୁଣି ୩ଜଣଙ୍କ ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ବିପର୍ଯ୍ୟୟ ଜନିତ ମୃତ୍ୟୁସଂଖ୍ୟା ୫୪କୁ ବୃଦ୍ଧି ପାଇଛି।…