କରୋନାରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ,୧୬।୪: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ରଣଜିତ୍‌ ସିହ୍ନାଙ୍କ କରୋନାରେ ପରଲୋକ ଘଟିଛି। ୬୮ ବର୍ଷୀୟ ସିହ୍ନା ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗୁରୁବାର ସେ ଏହି…

ଗୋଟିଏ ପରିବାରରୁ ୮ ପଜିଟିଭ୍‌ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାଟଣା,୧୬।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପାଟଣା ବ୍ଲକ ସ୍ବାମ ଶାସନରେ ଗୋଟିଏ ଦି ପରିବାରରୁ ୮ କରୋନା ସଂକ୍ରମିତ…

କରୋନାରୁ କେବେ ମିଳିବ ଆଶ୍ୱସ୍ତି: ବିଶେଷଜ୍ଞ ଦେଲେ ମତ

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପୁଣି ଏକ ଚକିତ କଲା ଭଳି ଖବର ଆସିଛି। କରୋନା ଉପରେ ନଜର ରଖିଥିବା ବିଶେଷଜ୍ଞମାନେ…

ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୧୬।୪: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ ସମୟରେ…

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

ଆମ୍ବରେ ଜହର

କେନ୍ଦ୍ରାପଡ଼ା ଅଫିସ, ୧୬। ୪: ଖରାର ପ୍ରକୋପ ବଢ଼ିଲାଣି। ପାଚିଲା ଆମ୍ବ ବଜାରକୁ ଆସିଲାଣି। ଗାଁଠାରୁ ସହର ପର୍ଯ୍ୟନ୍ତ ସବୁଠି ଏବେ ଆମ୍ବର ପସରା। ବିଭିନ୍ନ ପ୍ରକାର…

କୋହଲି-ରୋହିତଙ୍କ ଦରମା ବଢିଲା ନାହିଁ: ଜାଣନ୍ତୁ କେଉଁ କ୍ରିକେଟର୍‌ କେତେ ପାଇବେ ଦରମା

କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଭାରତୀୟ ଖେଳାଳିଙ୍କ ବାର୍ଷିକ ଚୁକ୍ତିନାମା ତାଲିକା ପ୍ରକାଶ କରିଛି। ଅକ୍ଟୋବର ୨୦୨୦ରୁ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ଚୁକ୍ତି ବୈଧ ହେବ।…

ଆଜି ଛତିଶା ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଆଲୋଚନା

ପୁରୀ ଅଫିସ,୧୬।୪: ପୁରୀରେ ସଂକ୍ରମଣ ବଢ଼ିବା ପରେ ସହରରେ କୋଭିଡ୍‌ କଟକଣା ବଢ଼ିଛି। ୧୦ଦିନିଆ ଏନଫୋର୍ସମେଣ୍ଟ ଡ୍ରାଇଭ୍‌ରେ ପୁରୀ ସହର ଚିତ୍ର ବଦଳିଲାଣି। ପୋଲିସ ପ୍ରତି ଛକରେ…

ପାଇପ୍‌ଲାଇନ ବିଛା କାର୍ଯ୍ୟରେ ଅନିୟମିତତା

ନିମାପଡ଼ା,୧୬।୪(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତର ମାଧିବରହମପୁର ଗ୍ରାମଠାରୁ ଉମାମହେଶ୍ୱରପୁର ଗ୍ରାମ ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପଲାଇନ ସଂଯୋଗ କାର୍ଯ୍ୟ ଚାଲିଛି। ପଞ୍ଚାୟତ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨.୧୬ ଲକ୍ଷରୁ ଅଧିକ ସଂକ୍ରମିତ,୧୧୮୩ ମୃତ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଲକ୍ଷେ ଏବଂ ୨ ଲକ୍ଷରୁ ଅଧିକ…