ବର୍ଷକୁ କୋଟିଏ ବଞ୍ଚାନ୍ତା ଗୋଟିଏ କେନ୍ଦ୍ର

ବଇଣ୍ଡା,୧୫ା୪: ଗାଁ ଗିଳିଦେଉଛି ନିଆଁ। ପ୍ରତିବର୍ଷ ପୋଡ଼ି ଛାରଖାର କରିଦେଉଛି କୋଟି କୋଟି ଟଙ୍କାର ସମ୍ପତ୍ତି। ଏହି ବଡ଼ ବିପତ୍ତିରୁ ୨୦ ପଞ୍ଚାୟତବାସୀଙ୍କୁ ବଞ୍ଚାଇବା ପାଇଁ ଦମକଳ…

ଆଇଏନ୍‌ସି ଟିଭି ଲଞ୍ଚ୍‌ କଲା କଂଗ୍ରେସ

ନୂଆଦିଲ୍ଲୀ, ୧୫।୪: ଡ. ଭୀମରାଓ ଆମ୍ବେଡ୍‌କରଙ୍କ ଜନ୍ମବାର୍ଷିକୀ ଅବସରରେ ବୁଧବାର କଂଗ୍ରେସ ଦଳ ପକ୍ଷରୁ ଆଇଏନ୍‌ସି ଟିଭି ନାମରେ ଏକ ଡିଜିଟାଲ ମିଡିଆ ପ୍ଲାଟ୍‌ଫର୍ମର ଶୁଭାରମ୍ଭ ହୋଇଛି।…

‌କଟକଣାରେ ପାଳନ ହେଲା ଓଡ଼ିଆ ନବବର୍ଷ

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବୁଧବାର ରାଜଧାନୀରେ ପାଳନ ହୋଇଛି ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି। ଘରେ ଘରେ ଲୋକେ ପଣା ସଂକ୍ରାନ୍ତି ସହ…

କାଟଛାଣ୍ଟ ହେବ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ/ଲଣ୍ଡନ, ୧୫।୪(ଆଇଏଏନ୍‌ଏସ୍‌): ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଭୟାବହତାକୁ ଦୃଷ୍ଟିରେ ରଖି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ତାଙ୍କ ନୂଆଦିଲ୍ଲୀ ଗସ୍ତକୁ କାଟଛାଣ୍ଟ କରିବାକୁ ନିଷ୍ପତ୍ତି…

ଭିତ୍ତିଭୂମି ଅଭାବରୁ ରକ୍ତ ସଂଗ୍ରହରେ ବାଧା

ବାରିପଦା ଅଫିସ,୧୫ା୪- ମୟୂରଭଞ୍ଜ ଜିଲାରେ ଥିବା ରକ୍ତ ଭଣ୍ଡାର ଜରିଆରେ ବହୁ ରୋଗୀ ଉପକୃତ ହେଉଛନ୍ତି। ଆବଶ୍ୟକତା ଠାରୁ ଅଧିକ ରକ୍ତ ସଂଗୃହିତ ହେଉଥିବା ବେଳେ ପଡ଼ୋଶୀ…

୯/୧୧ ସୁଦ୍ଧା ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର

ଜାତିସଂଘ, ୧୫।୪(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଆଫଗାନିସ୍ତାନରୁ ସେନା ପ୍ରତ୍ୟାହାର ଲାଗି ସେପ୍ଟେମ୍ବର ୧୧ ସମୟସୀମା ଧାର୍ଯ୍ୟ କରିଛନ୍ତି। କାତାରରେ ତାଲିବାନ, ଆଫଗାନ ସରକାରଙ୍କ ମଧ୍ୟରେ…

ଆଇପିଏଲ୍‌-୧୪: ନୂଆ ଅଧିନାୟକଙ୍କ ଲଢ଼େଇ

ମୁମ୍ବାଇ,୧୫।୪(ପି.ଟି.): ସଞ୍ଜୁ ସାମ୍‌ସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ପ୍ରଥମ ମ୍ୟାଚ୍‌ର ପରାଜୟକୁ ଭୁଲି ଦ୍ୱିତୀୟ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବାକୁ ଯାଉଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର…

‘ଏସ୍‌-୪୦୦ ଚୁକ୍ତିକୁ ନେଇ ରୁଷିଆ, ଭାରତ ପ୍ରତିବଦ୍ଧ’

ନୂଆଦିଲ୍ଲୀ, ୧୫ା୪: ଏସ୍‌-୪୦୦ ମିସାଇଲ ଚୁକ୍ତି ଅନୁସାରେ ଧାର୍ଯ୍ୟ ସମୟ ସୀମା ଏବଂ ଅନ୍ୟାନ୍ୟ ଦାୟିତ୍ୱ ନିର୍ବାହ ନିମନ୍ତେ ଉଭୟ ଭାରତ ଓ ରୁଷିଆ ପ୍ରତିବଦ୍ଧ ବୋଲି…

୪ଥର ଅଲିମ୍ପିକ ପଦକ ବିଜେତାଙ୍କ ପରଲୋକ

ଓ୍ବାଶିଂଟନ,୧୫।୪(ଏପି): ଅଲିମ୍ପିକ୍ସରେ ୪ଥର ପଦକ ହାସଲ କରିଥିବା ଆମେରିକୀୟ ଆଥ୍‌ଲେଟ କୋନ ଫିଣ୍ଡଲେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ରୋଇଂ ଓ ସେଲିଂରେ ସେ ଅଲିମ୍ପିକ…

ହାଇତି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ପୋର୍ଟ- ଅଉ-ପ୍ରିନ୍ସ, ୧୫।୪ : ହାଇତି ପ୍ରଧାନମନ୍ତ୍ରୀ ଯୋସେଫ୍‌ ଜୌଟ୍‌ ତାଙ୍କ ପଦରୁ ଇସ୍ତଫା ଦେଇଥିବା ବୁଧବାର ଘୋଷଣା କରିଛନ୍ତି। ଦେଶରେ ଅପହରଣ, ହତ୍ୟାକାଣ୍ଡ ଅନିୟନ୍ତ୍ରିତ ଭାବେ…