ବାରଙ୍ଗ, ୧୪।୪(ଡି.ଏନ୍.ଏ.): ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ଟି ଛୁଆକୁ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ…
ମୁମ୍ବାଇ,୧୪।୪: ଆଇପିଏଲର ୧୪ତମ ସିଜନ ଗତିଶୀଳ ହେବା ଆରମ୍ଭ କରିଛି। ଏହି ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ଥିବାବେଳେ ରୋହିତ ଶର୍ମାଙ୍କ ନେତୃତ୍ୱଧୀନ ମୁମ୍ବାଇ…
ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍ଡାଉନ୍ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା ବଢ଼ାଇଦେଇଥିଲା।…
ନୂଆଦିଲ୍ଲୀ, ୧୪ା୪: ଭାରତରେ କରୋନା ସଂକ୍ରମଣ ବ୍ରାଜିଲକୁ ଟପି ଦ୍ୱିତୀୟ ସ୍ଥାନକୁ ଉଠିଥିବାବେଳେ ଭୂତାଣୁ ବାଣ୍ଟିବାରେ ଲାଗିଛି ଉତ୍ତରାଖଣ୍ଡର ହରିଦ୍ୱାର କୁମ୍ଭମେଳା। ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ…
ଭୁବନେଶ୍ୱର,୧୪।୪(ବ୍ୟୁରୋ): ନିଜର ୨ ସ୍ତ୍ରୀଙ୍କୁ ଗିଫ୍ଟ ଦେଇ ଖୁସି କରିବାକୁ ଜଣେ ବ୍ୟକ୍ତି ଆପଣାଇଥିଲେ ଅଭିନବ ତରିକା। ଦିନରେ ରଙ୍ଗମିସ୍ତ୍ରି ଭାବେ କାମ କରୁଥିବାବେଳେ ରାତିରେ ଚୋରି…
କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ‘ଗଣତନ୍ତ୍ରର ଉତ୍ସବ’ ରୂପେ ଉତ୍ସାହଜନକ ହୋଇନାହିଁ। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ନେତାଙ୍କ ବୟାନବାଜି ସମଗ୍ର ପ୍ରଚାରକୁ ତିକ୍ତ…
ପିପିଲି/ଡେଲାଙ୍ଗ,୧୪।୪(ଡି.ଏନ୍.ଏ./ସ୍ବ.ପ୍ର.): ପିପିଲି ନିର୍ବାଚନମଣ୍ଡଳୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦଳୀୟ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଧର୍ମେନ୍ଦ୍ର ମେଗା ରୋଡ୍ ଶୋ କରି ପ୍ରଚାର ଆରମ୍ଭ…
ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ।…
ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ…
ଚଇତିପର୍ବ ମା’ ତାରିଣୀଙ୍କ ପ୍ରସିଦ୍ଧ ପର୍ବ ଭାବେ ପରିଚିତ। ଏହି ପର୍ବ ଲାଗି କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ତାରିଣୀଙ୍କ ପୀଠରେ ମୁଖରିତ ହୋଇଉଠେ। ପୂର୍ବରୁ ଏହି ପର୍ବ…