ଘର ଭିତରୁ ୧୫ ଫୁଟର ଅହିରାଜ ଉଦ୍ଧାର

ବାଲେଶ୍ୱର ଅଫିସ, ୧୨।୪: ବାଲେଶ୍ବର ଜିଲା ନୀଳଗିରି ବ୍ଲକ ଅଧୀନ କଳାକାଦ ଅସନବଣି ଅଞ୍ଚଳରୁ ସୋମବାର ୧୫ ଫୁଟ ଲମ୍ବର ଏକ ଅହିରାଜ ସାପ ଉଦ୍ଧାର ହୋଇଛି…

ପ୍ରଭୁ ଆୟପ୍ପାଙ୍କୁ ଦର୍ଶନ କଲେ ରାଜ୍ୟପାଳ ଆରିଫ୍‌ ମହମ୍ମଦ

ଥିରୁଭାନନ୍ତପୁରମ୍‌,୧୨।୪: କେରଳ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାଁ ସାବରିମାଳାରେ ପହଞ୍ଚି ବୈଦିକ ମନ୍ତ୍ରୋଚାରଣ ମଧ୍ୟରେ ପ୍ରଭୁ ଆୟପ୍ପାଙ୍କୁ ଦର୍ଶନ କରିଛନ୍ତି। ରବିବାର ସନ୍ଧ୍ୟାରେ ସାନ ପୁଅ କବିର…

ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଧାଓ୍ବନ କଲେ ଏମିତି କାମ

ମୁମ୍ବାଇ,୧୨।୪: ଦିଲ୍ଲୀ କ୍ୟାପିଟାଲ୍ସ ଓପନର୍‌ ଶିଖର ଧାୱନ ଆଇପିଏଲ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଧାୱନ ପୁଣି ଥରେ ଚେନ୍ନାଇ ବିପକ୍ଷରେ…

ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ଆଶା ସଞ୍ଚାର

ଢେଙ୍କାନାଳ ଅଫିସ,୧୨ା୪: ଦୀର୍ଘବର୍ଷ ଧରି ଯୋଜନା ପରେ ଯୋଜନା ହେଉଥିଲା। କିନ୍ତୁ ଢେଙ୍କାନାଳ ସହରରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କେବଳ ଫାଇଲ୍‌ ମଧ୍ୟରେ ରହିଯାଉଥିଲା। ବିଳମ୍ବରେ ହେଲେ…

ପେନ୍‌ସନ କ୍ଷେତ୍ର ଏଫ୍‌ଡିଆଇ ବଢ଼ିପାରେ

ନୂଆଦିଲ୍ଲୀ,୧୨।୪: ସରକାର ପେନ୍‌ସନ କ୍ଷେତ୍ର ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ)କୁ ବଢାଇ ପାରନ୍ତି। ଏ କ୍ଷେତ୍ରରେ ଏଫ୍‌ଡିଆଇ ସୀମା ୭୪%କୁ ବଢାଇବା ନେଇ ଯୋଜନା ରଖାଯାଇଛି। ପାର୍ଲାମେଣ୍ଟର ପରବର୍ତ୍ତୀ…

ସ୍ଥିତି ନିୟନ୍ତ୍ରଣ ପାଇଁ ସଜବାଜ

ଅନୁଗୋଳ ଅଫିସ, ୧୨।୪: ଅନୁଗୋଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେପରି ବୃଦ୍ଧି ପାଇବାରେ ଲାଗିଛି ଆଗାମୀ ଦିନରେ ସ୍ଥିତି ହାତରୁ ଖସିଯାଇପାରେ। ତେଣୁ ଏପରି ସମ୍ଭାବନାକୁ ଦୃଷ୍ଟିରେ…

ଦୁର୍ଦ୍ଦିନରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର

ଖଇରା,୧୨।୪-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଡପୋଖରୀ ପଞ୍ଚାୟତ ଅଧୀନ ଶାରୀଶୁଆ ପାହାଡ ତଳେ ଥିବା ଗଗୁଆ ଗ୍ରାମରେ ୩୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବସବାସ କରୁଥିବା ୩୦ରୁ…

ବାଲିଘାଟକୁ ନେଇ ବିଗୁଡୁଛି ଆଇନଶୃଙ୍ଖଳା

ଭଦ୍ରକ ଅଫିସ, ୧୨।୪-  ଭଦ୍ରକ ଜିଲାରେ ବାଲିଘାଟ ନିଲାମକୁ କେନ୍ଦ୍ରକରି ଆଇନ ଶୃଙ୍ଖଳା ବିଗିଡ଼ିବାରେ ଲାଗିଛି। ଅନେକ ସ୍ଥାନରେ ଗ୍ରାମ୍ୟ ବିବାଦ ଦେଖା ଦେଇଥିବାବେଳେ କେତେକ ଜାଗାରେ…

ବାରିପଦାରେ ବଢୁଛି ଆପରାଧିକ ମାମଲା

ବାରିପଦା ଅଫିସ,୧୨ା୪- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରରେ ଦିନକୁ ଦିନ ଅପରାଧ ବଢ଼ି ଚାଲିଛି। ଚୋରି,ଛିନତାଇ,ସାଇବର ଠକେଇ, ହତ୍ୟାକାଣ୍ଡ, ବଳାତ୍କାର ଆଦି ଘଟଣା ପ୍ରତିଦିନ…

୧୨ ଦିନ ହେବ ତୈଳଦର ସ୍ଥିର

ନୂଆଦିଲ୍ଲୀ,୧୨।୪: ତୈଳ ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ଲୋକ ସରକାରକୁ ବିରୋଧ କରିବା ସହ ଅସନ୍ତୋଷ ଜାହିର…