୧୫ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ…

୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୧୧।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ଆତଙ୍କବାଦ ବିରୋଧି ଅପରେଶନରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ହାଦିପୋରାରେ କିଛି ଆତଙ୍କବାଦୀ ଲୁଚି ଖବର ମିଳିବା ପରେ ମିଳିତ…

ଟୋଲ୍‌ ଗେଟ୍‌ରେ ଶୁଳ୍କ ଆଦାୟକୁ ନେଇ ବିକ୍ଷୋଭ

ବାରିପଦା ଅଫିସ/ସାରସକଣା,୧୧ା୪-ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ନଂ ଜାତୀୟ ରାଜପଥର କୁଳିଅଣା ନିକଟ ଶୁଖୁଆପୋଡା ଟୋଲ ଗେଟରୁ ଶୁଳ୍କ ଆଦାୟକୁ ବିରୋଧ କରି ଅଞ୍ଚଳବାସୀ ଶନିବାର ଅପରାହ୍ନରେ…

୧୪ ଭକ୍ତଙ୍କୁ ନେଇ ଚଡ଼କମେଳା

ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା ୪ର୍ଥ…

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ…

ଏମାର ମଠରୁ ମିଳିଲା ୪୫ ରୁପା ଇଟା, ୪ଫୁଟ ତଳେ ପୋତା ହୋଇ ରହିଥିଲା

ପୁରୀ ଅଫିସ,୧୧।୪: ରୁପା ଇଟାକୁ ନେଇ ଚର୍ଚ୍ଚାରେ ଥିବା ପୁରୀ ଏମାର ମଠରୁ ଦେବୋତ୍ତର ବିଭାଗର ତାଲିକାଭୁକ୍ତ ୪୫ଖଣ୍ଡ ରୁପା ଇଟାକୁ ଶନିବାର ଜିଲା କୋଷାଗାରକୁ ପଠାଯାଇଛି।…

ପାରଦ ବଢ଼ାଉଛି ପାଣି ଚିନ୍ତା

ବଇଣ୍ଡା,୧୧ା୪:  ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ମାସାଧିକ ହେଲା ଜଙ୍ଗଲ ଜଳୁଛି। ଫଳରେ ତାପମାତ୍ରାରେ ନିୟମିତ ବୃଦ୍ଧି ପରିଲକ୍ଷିତ ହେଉଛି। ଦିନକୁ ଦିନ ପାରଦ ଉପରମୁହାଁ ହେଉଥିବାରୁ ବହୁ ଗାଁରେ…

ଫାସ୍‌ଟାଗ୍‌ରେ ଆଇସିଆଇସିଆଇ, ଫୋନ୍‌ପେ ଚୁକ୍ତି

ନୂଆଦିଲ୍ଲୀ,୧୧।୪:  ଫୋନ୍‌ପେ ଆପ୍‌ରେ ୟୁପିଆଇକୁ ବ୍ୟବହାର ଦ୍ୱାରା ଫାସ୍‌ଟାଗ୍‌ ଜାରି କରାଯିବ। ଏ ନେଇ ଫୋନ୍‌ପେ ଏବଂ ଆଇସିଆଇସିଆଇ ବ୍ୟାଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏଭଳି…

ମେମୁ ଟ୍ରେନ୍‌ ଚଳାଚଳ ଲାଗି ପ୍ରତିଶ୍ରୁତି

ଜଳେଶ୍ୱର, ୧୧।୪(ଡି.ଏନ.ଏ.)-ଦୀର୍ଘ ୧୪ମାସ ଧରି ପାସେଞ୍ଜର ଟ୍ରେନ୍‌ଗୁଡିକ ବନ୍ଦ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ସମାଜ କଲ୍ୟାଣ ବିକାଶ ପରିଷଦ ଓ ରେଳ ୟୁଜର୍ସ…