ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…
ନୂଆଦିଲ୍ଳୀ,୧୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ…
ଡେଲାଙ୍ଗ/ପିପିଲି, ୧୦।୪(ଡି.ଏନ୍.ଏ.): ପିପିଲି ଉପନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନଙ୍କ ମଧ୍ୟରେ ସେତିକି ଉତ୍ସୁକତା ବଢ଼ିବାରେ ଲାଗିଛି। ବିଜେଡି ପକ୍ଷରୁ ଶ୍ୁକ୍ରବାର ମୁନିନ୍ଦା, ବେରବୋଇ, ଗୁଆଳିପଡା,…
ଡେଲାଙ୍ଗ/ପିପିଲି,୧୦।୪(ଡି.ଏନ୍.ଏ.): କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପାଇଁ ବ୍ଲକ ସଭାପତିଙ୍କ ନେତୃତ୍ୱରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ପ୍ରଚାର କରୁଛନ୍ତି। ସେ ପିପିଲି ନିର୍ବାଚନମଣ୍ଡଳୀର ପ୍ରତି…
ଭୁବନେଶ୍ୱର, ୧୦।୪(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିବା ପରେ ରାଜ୍ୟ ସରକାର ମୁଣ୍ଡ ନୁଆଁଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍ ବନ୍ଦ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟ…
କଟକ ଅଫିସ,୧୦।୪: ଗର୍ଭବତୀ ହୋଇଥିବା ଏକ ନାବାଳିକାର ଗର୍ଭପାତ ଲାଗି ଶୁକ୍ରବାର ହାଇକୋର୍ଟ ଏସ୍ସିବିର ଏକ ୩ଜଣିଆ ଡାକ୍ତରୀ ଟିମ୍ ଗଢ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ନାବାଳିକାର…
କଟକ ଅଫିସ, ୧୦।୪: କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ରାଜ୍ୟ ପୋଲିସ ପକ୍ଷରୁ ଗୁରୁବାର ସ୍ପେଶାଲ ଡ୍ରାଇଭ୍ କରାଯାଇ ୪୮ଘଣ୍ଟା ମଧ୍ୟରେ ୫୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା…
ଭୁବନେଶ୍ୱର,(ବ୍ୟୁରୋ)/ଟିଟିଲାଗଡ଼,୧୦।୪(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ଟିଟିଲାଗଡ଼ରେ ୧୦୪୨ ମିଟର ଦୈର୍ଘ୍ୟ ଏକ ରେଳ ଓଭରବ୍ରିଜ୍ (ଆର୍ଓବି)ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୭୧.୫୯ କୋଟି…
ବମ୍ବେ: ଗତ ଡିସେମ୍ବରରେ ପ୍ରେମିକ କରନ କୁନ୍ଦ୍ରାଙ୍କଠାରୁ ଅଲଗା ହୋଇଥିଲେ ଭିଜେ ତଥା ଅଭିନେତ୍ରୀ ଅନୁଷା ଦାଣ୍ଡେକର। ଉଭୟଙ୍କ ସମ୍ପର୍କ ତୁଟିବା ପଛର କାରଣ ପ୍ରତାରଣା ବୋଲି…
ଯାଜପୁର ଅଫିସ,୧୦।୪: ଯାଜପୁର ଜିଲାର ସୁକିନ୍ଦା ଅଞ୍ଚଳରେ ଏସିଆର ୯୭% କ୍ରୋମାଇଟ୍ ଗଚ୍ଛିତ ରହିଛି। ଏହାସତ୍ତ୍ୱେ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ କ୍ରୋମାଇଟ୍ ଉପରେ ନିର୍ଭର କରି ଗଢ଼ିଉଠିଥିବା…