ଏଥର ଜଗା ଦର୍ଶନ ଲାଗି ଆର୍‌ଟି-ପିସିଆର୍‌ ରିପୋର୍ଟ ବାଧ୍ୟତାମୂଳକ

ପୁରୀ ଅଫିସ,୬।୪: ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଏ ନେଇ ପୁରୀ ଶ୍ରୀମନ୍ଦିରରେ କଟକଣା କଡ଼ାକଡ଼ି କରାଯାଇଛି। ୧୨ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ…

ରାକ୍ଷୀ ସାଓ୍ବନ୍ତଙ୍କୁ ଛୋଟ ପ୍ରଶଂସଙ୍କ ଦେଲେ ୧.୪ ଲକ୍ଷର ଉପହାର: ଜାଣନ୍ତୁ କ’ଣ…

ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ବିଗ୍‌ ବସ୍‌-୧୪’ର ପ୍ରତିଯୋଗୀ ରହିସାରିଥିବା ରାକ୍ଷୀ ଶାଓ୍ବନ୍ତ ତାଙ୍କ ଡ୍ରାମା ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ସେ ଜଣେ…

ଗୁଗଲର ନିଆରା ଡୁଡଲ: ମାସ୍କ ଲଗାଇ ଦେଲା ସଚେତନତା ବାର୍ତ୍ତା

ନୂଆଦିଲ୍ଲୀ,୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହାର ନୂଆ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଭାକ୍ସିନ୍‌ ଆସିଯାଇଥିଲେ ମଧ୍ୟ…

ମୁଁ ଆସିବା ପରେ ଭାଜପାର ଭାବମୂର୍ତ୍ତି ବଦଳିଛି: ମେଟ୍ରୋ ମ୍ୟାନ୍‌

ଥିରୁଭାନନ୍ତପୁରମ୍‌,୬।୪: କେରଳ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ମଙ୍ଗଳବାର ମତଦାନ ଚାଲିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସକାଳ ୭ଟାରୁ ୧୪୦ଟି ଆସନ ପାଇଁ ମତଦାନ ଆରମ୍ଭ…

‘ଅନୁପମା’ ଫେମ୍‌ କରୋନା ପଜିଟିଭ: ଘର ବାହାରେ ଜନ୍ମଦିନ ପାଳନ କଲେ ପରିବାର ଲୋକେ

ମୁମ୍ବାଇ,୬।୪: ଟେଲି ଜଗତର ବେଶ୍‌ ପପୁଲାର ଶୋ’ ‘ଅନୁପମା’ ଫେମ୍‌ ରୁପାଲୀ ଗାଙ୍ଗୁଲୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍‌ ଚିହ୍ନଟ ହେବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

ରାଜଧାନୀରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ମଇଳା ଭିତରେ ରହୁଛନ୍ତି ଆଇପିଏଲ୍‌ର ଏହି ଖେଳାଳି: ଫଟୋ ଶେୟାର କରି କହିଲେ…

ଆଇପିଏଲ୍‌ର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ ଏବେ ଭାରତରେ ପହଞ୍ଚି ସାରିଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ନିଜ ଦଳ ସହ ଅଭ୍ୟାସ ପାଇଁ ଯୋଗ…

ରମନା ନୂଆ ପ୍ରଧାନ ବିଚାରପତି: ୨୪ ଏପ୍ରିଲ୍‌ରେ ନେବେ ଶପଥ

ନୂଆଦିଲ୍ଲୀ,୬।୪: ସୁପ୍ରିମ୍‌କୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ବିଚାରପତି ଏନ୍‌.ଭି. ରମନାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତ କରିଛନ୍ତି। ରମନା ଏପ୍ରିଲ୍‌ ୨୪ରେ ୪୮ ତମ ପ୍ରଧାନ…

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

ବୟଫ୍ରେଣ୍ଡଙ୍କ ସହ ହୋଟେଲରେ ରହିବାକୁ ଯାଇଥିଲେ ମହିଳା, ହଠାତ୍‌ ଆସିଲେ ସ୍ବାମୀ: ଆଉ ତା’ପରେ

ଅମୃତସର,୬।୪: ପଞ୍ଜାବର ଅମୃତସରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ହୋଟେଲରେ ଜଣେ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା ଦେଖିବାକୁ ମିଳିଛି। ବୟଫ୍ରେଣ୍ଡ୍‌…