ନିର୍ବାଚନ ଲଢ଼ିବାକୁ ମନା କଲେ କିନ୍ନର: ଆଣିଲେ ନିର୍ଯାତନା ଅଭିଯୋଗ

ଥିରୁଭାନନ୍ତପୁରମ୍‌,୪।୪: କେରଳ ବିଧାନସଭା ନିର୍ବାଚନ ପାଇଁ କୋଲ୍ଲମ୍‌ ଆସନରୁ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ୨୮ ବୟସ୍କା କିନ୍ନର ଅନନ୍ୟା କୁମାରୀ ଏଲେକ୍ସ୍‌ ତାଙ୍କ ଦଳ ଡେମୋକ୍ରାର୍ଟିକ୍‌…

ଆୟକର ଅଫିସର ପରିଚୟ ଦେଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୪।୪: ନିଜକୁ ଆୟକର ବିଭାଗର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଗତ ମଙ୍ଗଳବାର ଝାରସୁଗୁଡ଼ା ସହରର ଏକ ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା…

ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର କ୍ଷମତା…

ଚାଲିଥିଲା ଜୁମ୍‌ ମିଟିଂ: ଉଲଗ୍ନ ହୋଇ ଠିଆ ହେଲେ ନେତାଙ୍କ ସ୍ତ୍ରୀ, ଆଉ ତା’ ପରେ…

କରୋନା ଭାଇରସ ଯୋଗୁ ବର୍ତ୍ତମାନ ଅଧିକାଂଶ ଲୋକେ ଘରେ ରହି କାମ କରୁଛନ୍ତି। ଏହି ସମୟରେ ସକରାରୀ ଅଧିକାରୀ ଏବଂ ନେତାମାନେ ଜୁମ୍‌ ଆପ୍‌ରେ ମିଟିଂ କରୁଛନ୍ତି।…

ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ: ଡ୍ରାଇଭର ମୃତ, ହେଲପର ଗୁରୁତର

ଠାକୁରମୁଣ୍ଡା,୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ…

କରୋନାର ସଙ୍ଗିନ ସ୍ଥିତି : ଝାରସୁଗୁଡ଼ା ଜିଲାର ୧୨ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଝାରସୁଗୁଡ଼ା ଅଫିସ, ୪।୪: ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାରେ ଏହାର ପ୍ରଭାବ…

ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ

ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ…

ଜୋରଦାର ହେଉଛି ତ୍ରିମୁଖୀ ପ୍ରଚାର

ପିପିଲି, ୪।୪(ସ୍ବ.ପ୍ର.): ପିପିଲିରେ ଚାଲିଛି ଜୋରଦାର ପ୍ରଚାର। ବିଜେଡି ଗଡ଼କୁ ଦଖଲ କରିବା ପାଇଁ ଜୋର ଲଗାଇଛନ୍ତି ବିରୋଧୀ ଭାଜପା ଓ କଂଗ୍ରେସ। ଗାଁ ଗାଁ ବୁଲି…

ବିନା ଭକ୍ତରେ ହେବ ସାଗରସ୍ନାନ ଯାତ୍ରା

ସାକ୍ଷୀଗୋପାଳ,୪।୪(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳର ଅନ୍ୟତମ ପ୍ରସିଦ୍ଧ ମେଳା ସାଗରସ୍ନାନ ଯାତ୍ରା ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ବିନାଭକ୍ତରେ ଅନୁଷ୍ଠିତ ହେବ। ଏ ନେଇ ସ୍ଥାନୀୟ ବରାଳ…

ମାଡ଼ି ଆସୁଛି ବିପଦ: ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍‌ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍‌…