ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ

ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା ପଞ୍ଚାୟତ…

ତାରାତାରିଣୀଙ୍କ ଯାତ୍ରାରେ ମୁଣ୍ଡନ ବନ୍ଦ

ଛତ୍ରପୁର,୩।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଓ ଏହାର ସ୍ଥିତି ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣା କରାଯାଇଛି ା ଜିଲାକୁ ଦୈନିକ…

ଓଡ଼ିଶା: ଆଜିର ଫଟୋ (ଏପ୍ରିଲ ୩, ୨୦୨୧)

ଭୁବନେଶ୍ୱର ବରମୁଣ୍ଡାସ୍ଥିତ ପୋଖରୀରେ ପିଲାମାନେ ଗାଧୋଉଛନ୍ତି   ଉତ୍କଳ ୟୁନିଭର୍ସିଟିର ୫୦ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି   କଟକ ରିଂ ବନ୍ଧ ରାସ୍ତା ପାର୍ଶ୍ବରେ ବିକ୍ରି ହେଉଛି…

କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ

ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍‌ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫ ନଂ.…

ଅଧ୍ୟାପକଙ୍କୁ କରୋନା: ୩ ଦିନ କଲେଜ ବନ୍ଦ

ବୁଗୁଡ଼ା,୩ା୪: ବୁଗୁଡ଼ା ବ୍ଲକ ବାଲିପଦର ଆଞ୍ଚଳିକ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ମହାବିଦ୍ୟାଳୟକୁ ଶନିବାରଠାରୁ ୩ ଦିନ ପାଇଁ ବନ୍ଦ ଘୋଷଣା…

ରିପୋର୍ଟ ନେଗେଟିଭ ପରେ ଅଭ୍ୟାସ କଲେ କେକେଆର୍‌ ବ୍ୟାଟ୍ସମ୍ୟାନ ନୀତିଶ

ମୁମ୍ବାଇ, ୩ା୪: କ୍ରମାଗତ ଦୁଇଦିନ କୋଭିଡ୍‌ ରିପୋର୍ଟ ନେଗେଟିଭ ଆସିବା ପରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ବ୍ୟାଟ୍ସମ୍ୟାନ ନୀତିଶ ରାଣା ତାଙ୍କ ଟିମ୍‌ମେଟଙ୍କ ସହ ଅଭ୍ୟାସ ସେସନରେ…

ମମତାଙ୍କୁ ପୁଣି ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

କୋଲକାତା,୩।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ୨ଟି ପର୍ଯ୍ୟାୟ ମତଦାନ ଶେଷ…

ଆଦିତ୍ୟ ନାରାୟଣ ଏବଂ ସ୍ତ୍ରୀ ଶ୍ୱେତାଙ୍କୁ କରୋନା

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କରୋନା ପୁଣି କାୟା ବିସ୍ତାର କଲାଣି। ଜଣକ ପରେ ଜଣେ କଳାକାର କରୋନା ସଂକ୍ରମିତ ହେବାରେ ଲାଗିଛନ୍ତି। ଆଜି ବିଶିଷ୍ଟ ଗାୟକ ଉଦିତ…

ଏପଟେ ହସ୍ପିଟାଲରେ ଲାଗିଥିଲା ଭୟଙ୍କର ନିଆଁ, ସେପଟେ ଡାକ୍ତର କରୁଥିଲେ ରୋଗୀଙ୍କ ହାର୍ଟ ଅପରେଶନ

ସେଣ୍ଟପିଟର୍ସବର୍ଗ,୩।୪: ଡାକ୍ତରଙ୍କୁ ଭଗବାନଙ୍କ ଦ୍ୱିତୀୟ ଅବତାର ବୋଲି କୁହାଯାଏ। ଏହି କଥାର ପ୍ରମାଣ କରି ଦେଖାଇଛନ୍ତି ରୁଷିଆର ଡାକ୍ତରମାନେ। ଏଠାରେ ଥିବା ଏକ ହସ୍ପିଟାଲରେ ହଠାତ୍‌ ନିଆଁ…

ବନ୍ଦ ହେଲା ଯାତ୍ରା, ୧୦ ହଜାର ଜରିମାନା

ବାସୁଦେବପୁର,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଏଭଳିସ୍ଥିତିରେ ବିନା ଅନୁମତିରେ ଯାତ୍ରା ପରିବେଷଣ କରାଯାଉଥିବା ଘଟଣା ଭଦ୍ରକ ଜିଲା ଅଞ୍ଚଳରେ ଦେଖିବାକୁ ମିଳିଛି।…