ବାଘଛାଲ ସହ ୨ ବେପାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଅବାଧରେ ଚାଲିଛି। ଯେତେ ବାଘଛାଲ ଜବତ ହେଉଛି, ସେତେ ମିଳୁଛି। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ…

ଖବରଦାତାଙ୍କୁ ଟିକା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌

କୋଣାର୍କ,୩।୪(ଡି.ଏନ୍‌.ଏ.): କରୋନା ସମୟରେ ନିରବଚ୍ଛିନ୍ନ ଖବର ପରିବେଷଣ କରିବା ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ଓଡ଼ିଶାର କାର୍ଯ୍ୟରତ ଖବରଦାତାମାନଙ୍କୁ କରୋନା ଟିକା ପ୍ରଦାନ ନିମନ୍ତେ ରାଜ୍ୟ…

ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ

ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ…

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର…

ସାରଳା ଦାସଙ୍କ ମହାଭାରତ ବାସ୍ତବିକ ଅନନ୍ୟ: ଉପରାଷ୍ଟ୍ରପତି

କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ…

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ ବିବାହ…

୩୦ ମାସରେ ସରିବ ଫୁଲବାଣୀ ମେଡିକାଲ କଲେଜ ନିର୍ମାଣ

ଭୁବନେଶ୍ୱର,(ବ୍ୟୁରୋ)/ଫୁଲବାଣୀ ଅଫିସ,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ…

ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ…

ପୋଲିସ ଟୋପି ପିନ୍ଧି ଫଟୋ ଭାଇରାଲ: ଥାନାକୁ ଟଣାହେଲେ ଯନ୍ତ୍ରୀ

ମାଲକାନଗିରି,୩।୪ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର…

ଟିକାକରଣରେ ରେକର୍ଡ

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀରୁ କରୋନା ଟିକାକରଣ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୨୮,୬୬,୨୫୫ଜଣଙ୍କୁ ଟିକା ଦିଆଯାଇ ସାରିଲାଣି। ତେବେ ଶୁକ୍ରବାର ଟିକାକରଣରେ ରେକର୍ଡ ହୋଇଛି।…