ପଶ୍ଚିମବଙ୍ଗରେ ୮୦.୪୩, ଆସାମରେ ୭୩.୦୩ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ…

ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା ଶିକାରୀମାନଙ୍କୁ…

ଡିପୋରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର କାଠ

ଭଞ୍ଜନଗର,୧।୪: ଭଞ୍ଜନଗର କଲେଜ ରୋଡ଼ରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋରେ ଗୁରୁବାର ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର କାଠ ଜଳିଯାଇଛି। ମାସେ…

ଫୁଟ୍‌ବଲ ମ୍ୟାଚ୍‌ରୁ ଆରମ୍ଭ ହୋଇଥିଲା ୧୦୦ ଘଣ୍ଟିଆ ଯୁଦ୍ଧ

ଫୁଟ୍‌ବଲ ମ୍ୟାଚ୍‌ ପାଇଁ ଅତୀତରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ହୋଇଥିବା ଘଟଣା ପ୍ରାୟ କାହାକୁ ଜଣା ନ ଥିବ। ୧୯୭୦ ଫିଫା ବିଶ୍ୱକପ୍‌ ପାଇଁ ୧୯୬୯ରେ…

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ ୩ରୁ…

ଏହା ହୋଇପାରେ ଧୋନୀ, ସିଏସ୍‌କେର ଚିନ୍ତାର କାରଣ

ମୁମ୍ବାଇ,୧।୪: ଆଇପିଏଲର ଅନ୍ୟତମ ସଫଳତମ ଦଳ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଗତବର୍ଷ ବିଫଳ ହୋଇଥିଲା। ମଧ୍ୟକ୍ରମରେ ସୁରେଶ ରାଇନାଙ୍କ ଅନୁପସ୍ଥିତି ଅନୁଭବ କରିଥିଲା ମହେନ୍ଦ୍ର ସିଂ…

ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ହତ୍ୟା

ହାଇଦ୍ରାବାଦ,୧।୪: ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ଗୁରୁବାର ଦୁର୍ବୃତ୍ତମାନେ ଏଆଇଏମ୍‌ଆଇଏମ୍‌ ନେତା ଅସଦ ଖାନ୍‌ଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ପୂର୍ବ ଶତ୍ରୁତାକୁ ନେଇ ଏହି…

ଶେଷ ହେଲା ଜାଡେଜାଙ୍କ କ୍ୱାରେଣ୍ଟିନ

ମୁମ୍ବାଇ,୧।୪: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା କ୍ୱାରେଣ୍ଟିନ ପରିୟଡ୍‌ ଶେଷ କରିବା ପରେ ଗୁରୁବାର ଯୋଗ ଦେଇଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) କ୍ୟାମ୍ପରେ। ଆହତ ଜନିତ ସମସ୍ୟା…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ଆପଣ ହସ,ଖୁସୀ ଓ ଆନନ୍ଦ ମଧ୍ୟରେ ସମୟ କଟାଇବେ। ଦ୍ୱିଜା ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରା, ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉସତ୍ାହ ବୃଦ୍ଧିପାଇବ।…

ଆଇପିଏଲ୍‌ ଖେଳିବେନି, ତଥାପି ପାଇବେ ପୁରା ପାଉଣା

ନୂଆଦିଲ୍ଲୀ,୧।୪: ଆହତ ସମସ୍ୟା ଯୋଗୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧ରୁ ବାହାର ହୋଇଛନ୍ତି କ୍ରିକେଟର ଶ୍ରେୟାସ ଆୟାର। ସିଜନରେ ସେ ନ ଖେଳିଲେ ମଧ୍ୟ ପୁରା ପାଉଣା ପାଇବେ।…